1 Chronicles 28:5 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ମାେତେ ଅନକେ ପୁତ୍ର ଦଇେଛନ୍ତି। ଆଉ ଏହି ସମସ୍ତ ପୁତ୍ରଗଣଙ୍କ ମଧ୍ଯରୁ ସଦାପ୍ରଭୁ ଶଲୋମନକୁ ସଦାପ୍ରଭୁଙ୍କ ରାଜ୍ଯର ସିଂହାସନ ରେ ବସିବା ପାଇଁ ଏବଂ ଇଶ୍ରାୟେଲ ରେ ଶାସନ କରିବା ପାଇଁ ମନୋନୀତ କରିଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ମୋତେ ଅନେକ ପୁତ୍ର ଦେଇଅଛନ୍ତି, ମାତ୍ର ମୋହର ସବୁ ପୁତ୍ର ମଧ୍ୟରୁ ଇସ୍ରାଏଲ ଉପରେ ସଦାପ୍ରଭୁଙ୍କ ରାଜ୍ୟର ସିଂହାସନରେ ବସିବା ପାଇଁ ସେ ମୋʼ ପୁତ୍ର ଶଲୋମନକୁ ମନୋନୀତ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମୋତେ ଅନେକ ପୁତ୍ର ଦେଇଅଛନ୍ତି। ଆଉ ଏହି ସମସ୍ତ ପୁତ୍ରଗଣଙ୍କ ମଧ୍ୟରୁ ସଦାପ୍ରଭୁ ଶଲୋମନକୁ ସଦାପ୍ରଭୁଙ୍କ ରାଜ୍ୟର ସିଂହାସନରେ ବସିବା ପାଇଁ ଏବଂ ଇସ୍ରାଏଲରେ ଶାସନ କରିବା ପାଇଁ ମନୋନୀତ କରିଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ମୋତେ ଅନେକ ପୁତ୍ର ଦେଇଅଛନ୍ତି, ମାତ୍ର ମୋହର ସବୁ ପୁତ୍ର ମଧ୍ୟରୁ ଇସ୍ରାଏଲ ଉପରେ ସଦାପ୍ରଭୁଙ୍କ ରାଜ୍ୟର ସିଂହାସନରେ ବସିବା ପାଇଁ ସେ ମୋʼ ପୁତ୍ର ଶଲୋମନକୁ ମନୋନୀତ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ମୋତେ ଅନେକ ପୁତ୍ର ଦେଇଅଛନ୍ତି, ମାତ୍ର ମୋହର ସବୁ ପୁତ୍ର ମଧ୍ୟରୁ ଇସ୍ରାଏଲ ଉପରେ ସଦାପ୍ରଭୁଙ୍କ ରାଜ୍ୟର ସିଂହାସନରେ ବସିବା ପାଇଁ ସେ ମୋ’ ପୁତ୍ର ଶଲୋମନକୁ ମନୋନୀତ କରିଅଛନ୍ତି।