1 Chronicles 28:6 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ମାେତେ କହିଲେ, 'ଦାଉଦ, ତୁମ୍ଭର ପୁତ୍ର ଶଲୋମନ ଆମ୍ଭର ମନ୍ଦିର ଓ ତାହାର ଚତୁର୍ଦ୍ଦିଗସ୍ଥ ମନ୍ଦିର ପ୍ରାଙ୍ଗଣ ନିର୍ମାଣ କରିବ। କାହିଁକି? କାରଣ, ଆମ୍ଭେ ଶଲୋମନକୁ ଆମ୍ଭର ପୁତ୍ରରୂପେ ମନୋନୀତ କରିଅଛୁ ଓ ଆମ୍ଭେ ତାହାର ପିତା ହବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ମୋତେ କହିଅଛନ୍ତି, ତୁମ୍ଭ ପୁତ୍ର ଶଲୋମନ ଆମ୍ଭର ଗୃହ ଓ ଆମ୍ଭର ପ୍ରାଙ୍ଗଣସବୁ ନିର୍ମାଣ କରିବ; କାରଣ ଆମ୍ଭେ ତାହାକୁ ଆମ୍ଭର ପୁତ୍ର ହେବା ପାଇଁ ମନୋନୀତ କରିଅଛୁ ଓ ଆମ୍ଭେ ତାହାର ପିତା ହେବା ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମୋତେ କହିଲେ, ‘ଦାଉଦ, ତୁମ୍ଭର ପୁତ୍ର ଶଲୋମନ ଆମ୍ଭର ମନ୍ଦିର ଓ ତାହାର ଚତୁର୍ଦ୍ଦିଗସ୍ଥ ମନ୍ଦିର ପ୍ରାଙ୍ଗଣ ନିର୍ମାଣ କରିବ। କାରଣ, ଆମ୍ଭେ ଶଲୋମନକୁ ଆମ୍ଭର ପୁତ୍ରରୂପେ ମନୋନୀତ କରିଅଛୁ ଓ ଆମ୍ଭେ ତାହାର ପିତା ହେବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ମୋତେ କହିଅଛନ୍ତି, ‘ତୁମ୍ଭ ପୁତ୍ର ଶଲୋମନ ଆମ୍ଭର ଗୃହ ଓ ଆମ୍ଭର ପ୍ରାଙ୍ଗଣସବୁ ନିର୍ମାଣ କରିବ; କାରଣ ଆମ୍ଭେ ତାହାକୁ ଆମ୍ଭର ପୁତ୍ର ହେବା ପାଇଁ ମନୋନୀତ କରିଅଛୁ ଓ ଆମ୍ଭେ ତାହାର ପିତା ହେବା।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ମୋତେ କହିଅଛନ୍ତି, ତୁମ୍ଭ ପୁତ୍ର ଶଲୋମନ ଆମ୍ଭର ଗୃହ ଓ ଆମ୍ଭର ପ୍ରାଙ୍ଗଣସବୁ ନିର୍ମାଣ କରିବ; କାରଣ ଆମ୍ଭେ ତାହାକୁ ଆମ୍ଭର ପୁତ୍ର ହେବା ପାଇଁ ମନୋନୀତ କରିଅଛୁ ଓ ଆମ୍ଭେ ତାହାର ପିତା ହେବା।