1 Chronicles 28:7 — Compare Translations

5 translations compared side by side

Odia - 1840
"ଶଲୋମନ ବର୍ତ୍ତମାନ ଆମ୍ଭର ସମସ୍ତ ବ୍ଯବସ୍ଥା ଓ ଆଜ୍ଞାର ବାଧ୍ଯ ହେଉଅଛି। ଯଦି ସେ ଆମ୍ଭର ବ୍ଯବସ୍ଥାଗୁଡ଼ିକର ବାଧ୍ଯ ହବୋ ଜାରି ରଖିବ, ତବେେ ଆମ୍ଭେ ଚିରକାଳ ନିମନ୍ତେ ଶଲୋମନର ରାଜ୍ଯକୁ ଦୃଢ଼ କରିବା।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଆଜିର ନ୍ୟାୟ ଯେବେ ସେ ଆମ୍ଭର ଆଜ୍ଞା ଓ ଶାସନସବୁ ପାଳନ କରିବାକୁ ଦୃଢ଼ଚିତ୍ତ ହେବ, ତେବେ ଆମ୍ଭେ ତାହାର ରାଜ୍ୟ ଚିରକାଳ ସ୍ଥିର କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଶଲୋମନ ବର୍ତ୍ତମାନ ଆମ୍ଭର ସମସ୍ତ ବ୍ୟବସ୍ଥା ଓ ଆଜ୍ଞାର ବାଧ୍ୟ ହେଉଅଛି। ଯଦି ସେ ଆମ୍ଭର ବ୍ୟବସ୍ଥାଗୁଡ଼ିକର ବାଧ୍ୟ ହେବା ଜାରି ରଖିବ, ତେବେ ଆମ୍ଭେ ଚିରକାଳ ନିମନ୍ତେ ଶଲୋମନର ରାଜ୍ୟକୁ ଦୃଢ଼ କରିବା।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଆଜିର ନ୍ୟାୟ ଯଦି ସେ ଆମ୍ଭର ଆଜ୍ଞା ଓ ଶାସନସବୁ ପାଳନ କରିବାକୁ ଦୃଢ଼ଚିତ୍ତ ହେବ, ତେବେ ଆମ୍ଭେ ତାହାର ରାଜ୍ୟ ଚିରକାଳ ସ୍ଥିର କରିବା।’
Odia IRV 2017 (ଓଡିଆ ବାଇବେଲ)
ଆଉ, ଆଜିର ନ୍ୟାୟ ଯଦି ସେ ଆମ୍ଭର ଆଜ୍ଞା ଓ ଶାସନସବୁ ପାଳନ କରିବାକୁ ଦୃଢ଼ଚିତ୍ତ ହେବ, ତେବେ ଆମ୍ଭେ ତାହାର ରାଜ୍ୟ ଚିରକାଳ ସ୍ଥିର କରିବା।