1 Chronicles 28:8 — Compare Translations
5 translations compared side by side
Odia - 1840
"ଦାଉଦ କହିଲେ, ବର୍ତ୍ତମାନ, ସମଗ୍ର ଇଶ୍ରାୟେଲ ଓ ପରମେଶ୍ବରଙ୍କ ସାକ୍ଷାତ ରେ ମୁଁ ତୁମ୍ଭମାନଙ୍କୁ ଏହି କଥା କହୁଅଛି: ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କ ଦତ୍ତ ଆଦେଶଗୁଡ଼ିକର ବାଧ୍ଯ ହବୋ ନିମନ୍ତେ ଅତ୍ଯନ୍ତ ଯତ୍ନଶୀଳ ହୁଅ। ତବେେ ତୁମ୍ଭମାନେେ ଏହି ଉତ୍ତମ ଦେଶକୁ ରକ୍ଷା କରିପାରିବ। ଆଉ ତୁମ୍ଭେ ତୁମ୍ଭର ବଂଶଧରମାନଙ୍କୁ ତାହା ଦଇପୋରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଏବେ ସଦାପ୍ରଭୁଙ୍କ ସମାଜ ଓ ସମଗ୍ର ଇସ୍ରାଏଲ ସାକ୍ଷାତରେ ଓ ଆମ୍ଭମାନଙ୍କ ପରମେଶ୍ଵରଙ୍କ କର୍ଣ୍ଣଗୋଚରରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ସକଳ ଆଜ୍ଞା ମନୋଯୋଗ କରି ଅନ୍ଵେଷଣ କର; ତହିଁରେ ତୁମ୍ଭେମାନେ ଏହି ଉତ୍ତମ ଦେଶ ଅଧିକାର କରିବ ଓ ତୁମ୍ଭମାନଙ୍କ ଉତ୍ତାରେ ଚିରକାଳ ତୁମ୍ଭମାନଙ୍କ ସନ୍ତାନଗଣର ଅଧିକାରାର୍ଥେ ତାହା ଛାଡ଼ିକରି ଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ କହିଲେ, “ବର୍ତ୍ତମାନ, ସମଗ୍ର ଇସ୍ରାଏଲ ଓ ପରମେଶ୍ୱରଙ୍କ ସାକ୍ଷାତରେ ମୁଁ ତୁମ୍ଭମାନଙ୍କୁ ଏହି କଥା କହୁଅଛି, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ଦତ୍ତ ଆଦେଶଗୁଡ଼ିକର ବାଧ୍ୟ ହେବା ନିମନ୍ତେ ଅତ୍ୟନ୍ତ ଯତ୍ନଶୀଳ ହୁଅ। ତେବେ ତୁମ୍ଭେମାନେ ଏହି ଉତ୍ତମ ଦେଶକୁ ରକ୍ଷା କରି ପାରିବ। ଆଉ ତୁମ୍ଭେ ତୁମ୍ଭର ବଂଶଧରମାନଙ୍କୁ ତାହା ଦେଇ ପାରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଏବେ ସଦାପ୍ରଭୁଙ୍କ ସମାଜ ଓ ସମଗ୍ର ଇସ୍ରାଏଲ ସାକ୍ଷାତରେ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ କର୍ଣ୍ଣଗୋଚରରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସକଳ ଆଜ୍ଞା ମନୋଯୋଗ କରି ଅନ୍ୱେଷଣ କର; ତହିଁରେ ତୁମ୍ଭେମାନେ ଏହି ଉତ୍ତମ ଦେଶ ଅଧିକାର କରିବ ଓ ତୁମ୍ଭମାନଙ୍କ ଉତ୍ତାରେ ଚିରକାଳ ତୁମ୍ଭମାନଙ୍କ ସନ୍ତାନଗଣର ଅଧିକାରାର୍ଥେ ତାହା ଛାଡ଼ିକରି ଯିବ।
Odia IRV 2017 (ଓଡିଆ ବାଇବେଲ)