1 Chronicles 28:9 — Compare Translations
5 translations compared side by side
Odia - 1840
"ଏବଂ ତୁମ୍ଭେ ମାରେ ପୁତ୍ର ଶଲୋମନ, ତୁମ୍ଭ ପିତାର ପରମେଶ୍ବରଙ୍କୁ ଜାଣିଅଛ। ଶୁଦ୍ଧ ହୃଦଯ ରେ ପରମେଶ୍ବରଙ୍କର ସବୋ କର। ପରମେଶ୍ବରଙ୍କ ସବୋ କରିବା ନିମନ୍ତେ ହୃଦଯ ରେ ଆନନ୍ଦିତ ହୁଅ। କାହିଁକି? କାରଣ ପ୍ରତିଟି ବ୍ଯକ୍ତିର ହୃଦଯ ରେ କ'ଣ ଅଛି, ତାହା ସଦାପ୍ରଭୁ ଜାଣନ୍ତି। ସଦାପ୍ରଭୁ ତୁମ୍ଭ ହୃଦଯର ସମସ୍ତ ଚିନ୍ତାକୁ ବୁଝିପାରନ୍ତି। ଯଦି ତୁମ୍ଭେ ସଦାପ୍ରଭୁଙ୍କ ନିକଟକୁ ସାହାୟ୍ଯ ମାଗବା ନିମନ୍ତେ ୟିବ, ତୁମ୍ଭେ ଉତ୍ତର ପାଇବ। କିନ୍ତୁ ତୁମ୍ଭେ ଯଦି ସଦାପ୍ରଭୁଙ୍କଠାରୁ ଫରେି ଦୂରକୁ ଚାଲିୟିବ, ତବେେ ସେ ତୁମ୍ଭକୁ ଚିରକାଳ ନିମନ୍ତେ ତ୍ଯାଗ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ହେ ମୋହର ପୁତ୍ର ଶଲୋମନ, ତୁମ୍ଭେ ଆପଣା ପିତାର ପରମେଶ୍ଵରଙ୍କୁ ଜ୍ଞାତ ହୁଅ ଓ ସିଦ୍ଧ ଅନ୍ତଃକରଣରେ ଓ ଇଚ୍ଛୁକ ମନରେ ତାହାଙ୍କର ସେବା କର; କାରଣ ସଦାପ୍ରଭୁ ସମସ୍ତ ଅନ୍ତଃକରଣ ଅନୁସନ୍ଧାନ କରନ୍ତି ଓ ଚିନ୍ତାର ସକଳ କଳ୍ପନା ବୁଝନ୍ତି; ଯେବେ ତୁମ୍ଭେ ତାହାଙ୍କର ଅନ୍ଵେଷଣ କରିବ, ତେବେ ତୁମ୍ଭେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯେବେ ତୁମ୍ଭେ ତାହାଙ୍କୁ ତ୍ୟାଗ କରିବ, ତେବେ ସେ ତୁମ୍ଭକୁ ଚିରକାଳ ଦୂର କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
“ଏବଂ ତୁମ୍ଭେ, ମୋର ପୁତ୍ର ଶଲୋମନ, ତୁମ୍ଭ ପିତାଙ୍କର ପରମେଶ୍ୱରଙ୍କୁ ଜାଣିଅଛ। ଶୁଦ୍ଧ ହୃଦୟରେ ପରମେଶ୍ୱରଙ୍କର ସେବା କର। ପରମେଶ୍ୱରଙ୍କ ସେବା କରିବା ନିମନ୍ତେ ହୃଦୟରେ ଆନନ୍ଦିତ ହୁଅ। କାରଣ ପ୍ରତିଟି ବ୍ୟକ୍ତିର ହୃଦୟରେ କ’ଣ ଅଛି, ତାହା ସଦାପ୍ରଭୁ ଜାଣନ୍ତି। ସଦାପ୍ରଭୁ ତୁମ୍ଭ ହୃଦୟର ସମସ୍ତ ଚିନ୍ତାକୁ ବୁଝିପାରନ୍ତି। ଯଦି ତୁମ୍ଭେ ସଦାପ୍ରଭୁଙ୍କ ନିକଟକୁ ସାହାଯ୍ୟ ମାଗବା ନିମନ୍ତେ ଯିବ, ତୁମ୍ଭେ ଉତ୍ତର ପାଇବ। କିନ୍ତୁ ତୁମ୍ଭେ ଯଦି ସଦାପ୍ରଭୁଙ୍କଠାରୁ ଫେରି ଦୂରକୁ ଗ୍ଭଲିଯିବ, ତେବେ ସେ ତୁମ୍ଭକୁ ଚିରକାଳ ନିମନ୍ତେ ତ୍ୟାଗ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ହେ ମୋହର ପୁତ୍ର ଶଲୋମନ, ତୁମ୍ଭେ ଆପଣା ପିତାର ପରମେଶ୍ୱରଙ୍କୁ ଜ୍ଞାତ ହୁଅ ଓ ସିଦ୍ଧ ଅନ୍ତଃକରଣରେ ଓ ଇଚ୍ଛୁକ ମନରେ ତାହାଙ୍କର ସେବା କର; କାରଣ ସଦାପ୍ରଭୁ ସମସ୍ତ ଅନ୍ତଃକରଣ ଅନୁସନ୍ଧାନ କରନ୍ତି ଓ ଚିନ୍ତାର ସକଳ କଳ୍ପନା ବୁଝନ୍ତି; ଯଦି ତୁମ୍ଭେ ତାହାଙ୍କର ଅନ୍ୱେଷଣ କରିବ, ତେବେ ତୁମ୍ଭେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେ ତାହାଙ୍କୁ ତ୍ୟାଗ କରିବ, ତେବେ ସେ ତୁମ୍ଭକୁ ଚିରକାଳ ଦୂର କରିବେ।
Odia IRV 2017 (ଓଡିଆ ବାଇବେଲ)