1 Chronicles 29:10 — Compare Translations
5 translations compared side by side
Odia - 1840
"ଏହାପରେ ଦାଉଦ ଏକତ୍ରୀତ ହାଇେଥିବା ସମସ୍ତ ଲୋକଙ୍କ ସାକ୍ଷାତ ରେ ସଦାପ୍ରଭୁଙ୍କର ପ୍ରଶଂସାଗାନ କଲେ। ଦାଉଦ କହିଲେ:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଦାଉଦ ସମଗ୍ର ସମାଜ ସାକ୍ଷାତରେ ସଦାପ୍ରଭୁଙ୍କର ଧନ୍ୟବାଦ କଲେ; ଆଉ ଦାଉଦ କହିଲେ, ହେ ସଦାପ୍ରଭୋ, ଆମ୍ଭମାନଙ୍କ ପିତା ଇସ୍ରାଏଲର ପରମେଶ୍ଵର, ତୁମ୍ଭେ ସଦାକାଳ ଧନ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦଙ୍କ ସୁନ୍ଦର ପ୍ରାର୍ଥନା ଏହା ପରେ ଦାଉଦ ଏକତ୍ରିତ ହୋଇଥିବା ସମସ୍ତ ଲୋକଙ୍କ ସାକ୍ଷାତରେ ସଦାପ୍ରଭୁଙ୍କର ପ୍ରଶଂସା ଗାନ କଲେ। ଦାଉଦ କହିଲେ, “ହେ ଆମ୍ଭମାନଙ୍କ ପିତା, ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱର, ତୁମ୍ଭେ ଅନନ୍ତକାଳ ଓ ଚିରଦିନ ନିମନ୍ତେ ପ୍ରଶଂସିତ ହୁଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଦାଉଦ ସମଗ୍ର ସମାଜ ସାକ୍ଷାତରେ ସଦାପ୍ରଭୁଙ୍କର ଧନ୍ୟବାଦ କଲେ; ଆଉ ଦାଉଦ କହିଲେ, “ହେ ସଦାପ୍ରଭୋ, ଆମ୍ଭମାନଙ୍କ ପିତା ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ସଦାକାଳ ଧନ୍ୟ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଦାଉଦ ସମଗ୍ର ସମାଜ ସାକ୍ଷାତରେ ସଦାପ୍ରଭୁଙ୍କର ଧନ୍ୟବାଦ କଲେ; ଆଉ ଦାଉଦ କହିଲେ, “ହେ ସଦାପ୍ରଭୁ, ଆମ୍ଭମାନଙ୍କ ପିତା ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ସଦାକାଳ ଧନ୍ୟ।