1 Chronicles 29:11 — Compare Translations
5 translations compared side by side
Odia - 1840
"ମହାନତା, ପରାକ୍ରମ, ମହିମା, ବିଜଯ ଓ ଗୌରବ ତୁମ୍ଭର ଅଟେ। କାହିଁକି? କାରଣ ସ୍ବର୍ଗ ଓ ପୃଥିବୀସ୍ଥ ସମସ୍ତ ବିଷଯ ତୁମ୍ଭର ଅଟେ; ହେ ସଦାପ୍ରଭୁ, ରାଜ୍ଯ ତୁମ୍ଭର ଅଟେ। ତୁମ୍ଭେ ହିଁ ସକଳ ବିଷଯର ମୁଖ୍ଯ ରୂପେ ପ୍ରଶଂସିତ ହାଇେଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ମହତ୍ତ୍ଵ ଓ ପରାକ୍ରମ ଓ ଶୋଭା ଓ ଜୟ ଓ ପ୍ରତାପ ତୁମ୍ଭର; କାରଣ ସ୍ଵର୍ଗରେ ଓ ପୃଥିବୀରେ ଥିବା ସମସ୍ତ ବିଷୟ ତୁମ୍ଭର; ହେ ସଦାପ୍ରଭୋ, ରାଜ୍ୟ ତୁମ୍ଭର ଓ ତୁମ୍ଭେ ସକଳର ଉପରେ ମସ୍ତକ ରୂପେ ଉନ୍ନତ ଅଟ ।
Odia Bible ERV 2004 (ପବିତ୍ର ବାଇବଲ)
ମହାନତା, ପରାକ୍ରମ, ମହିମା, ବିଜୟ ଓ ଗୌରବ ତୁମ୍ଭର ଅଟେ। କାରଣ ସ୍ୱର୍ଗ ଓ ପୃଥିବୀସ୍ଥ ସମସ୍ତ ବିଷୟ ତୁମ୍ଭର ଅଟେ; ହେ ସଦାପ୍ରଭୁ, ରାଜ୍ୟ ତୁମ୍ଭର ଅଟେ। ତୁମ୍ଭେ ହିଁ ସକଳ ବିଷୟର ମୁଖ୍ୟ ରୂପେ ପ୍ରଶଂସିତ ହୋଇଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ମହତ୍ତ୍ୱ, ପରାକ୍ରମ, ଶୋଭା, ଜୟ ଓ ପ୍ରତାପ ତୁମ୍ଭର; କାରଣ, ସ୍ୱର୍ଗ ଓ ପୃଥିବୀରେ ଥିବା ସମସ୍ତ ବିଷୟ ତୁମ୍ଭର; ହେ ସଦାପ୍ରଭୋ, ରାଜ୍ୟ ତୁମ୍ଭର ଓ ତୁମ୍ଭେ ସକଳର ଉପରେ ମସ୍ତକ ରୂପେ ଉନ୍ନତ ଅଟ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ମହତ୍ତ୍ୱ, ପରାକ୍ରମ, ଶୋଭା, ଜୟ ଓ ପ୍ରତାପ ତୁମ୍ଭର; କାରଣ, ସ୍ୱର୍ଗ ଓ ପୃଥିବୀରେ ଥିବା ସମସ୍ତ ବିଷୟ ତୁମ୍ଭର; ହେ ସଦାପ୍ରଭୁ, ରାଜ୍ୟ ତୁମ୍ଭର ଓ ତୁମ୍ଭେ ସକଳର ଉପରେ ମସ୍ତକ ରୂପେ ଉନ୍ନତ ଅଟ।