1 Chronicles 29:12 — Compare Translations

5 translations compared side by side

Odia - 1840
"ଧନ ଓ ସମ୍ମାନ ତୁମ୍ଭଠାରୁ ଆ ସେ। ତୁମ୍ଭେ ସକଳ ବିଷଯକୁ ଶାସନ କର। ତୁମ୍ଭର ହସ୍ତ ରେ ପରାକ୍ରମ ଓ ଶକ୍ତି ଅଛି । ଆଉ ତୁମ୍ଭ ହସ୍ତ ରେ ଯେ କୌଣସି ବ୍ଯକ୍ତିକୁ ମହାନ୍ ଓ ପରାକ୍ରମୀ କରାଇବାର କ୍ଷମତା ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭଠାରୁ ଧନ ଓ ସମ୍ଭ୍ରମ ଆସେ, ଆଉ ତୁମ୍ଭେ ସମସ୍ତଙ୍କ ଉପରେ କର୍ତ୍ତୃତ୍ଵ କରୁଅଛ; ବଳ ଓ ପରାକ୍ରମ ତୁମ୍ଭ ହସ୍ତରେ ଅଛି; ପୁଣି ମହାନ କରିବାର ଓ ସମସ୍ତଙ୍କୁ ବଳ ଦେବାର ତୁମ୍ଭର ହସ୍ତାଧୀନ ଅଟେ ।
Odia Bible ERV 2004 (ପବିତ୍ର ବାଇବଲ)
ଧନ ଓ ସମ୍ମାନ ତୁମ୍ଭଠାରୁ ଆସେ। ତୁମ୍ଭେ ସକଳ ବିଷୟକୁ ଶାସନ କର। ତୁମ୍ଭର ହସ୍ତରେ ପରାକ୍ରମ ଓ ଶକ୍ତି ଅଛି । ଆଉ ତୁମ୍ଭ ହସ୍ତରେ ଯେକୌଣସି ବ୍ୟକ୍ତିକୁ ମହାନ ଓ ପରାକ୍ରମୀ କରାଇବାର କ୍ଷମତା ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭଠାରୁ ଧନ ଓ ସମ୍ଭ୍ରମ ଆସେ, ଆଉ ତୁମ୍ଭେ ସମସ୍ତଙ୍କ ଉପରେ କର୍ତ୍ତୃତ୍ୱ କରୁଅଛ; ବଳ ଓ ପରାକ୍ରମ ତୁମ୍ଭ ହସ୍ତରେ ଅଛି; ପୁଣି, ମହାନ କରିବାର ଓ ସମସ୍ତଙ୍କୁ ବଳ ଦେବାର ତୁମ୍ଭର ହସ୍ତାଧୀନ ଅଟେ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭଠାରୁ ଧନ ଓ ସମ୍ଭ୍ରମ ଆସେ, ଆଉ ତୁମ୍ଭେ ସମସ୍ତଙ୍କ ଉପରେ କର୍ତ୍ତୃତ୍ୱ କରୁଅଛ; ବଳ ଓ ପରାକ୍ରମ ତୁମ୍ଭ ହସ୍ତରେ ଅଛି; ପୁଣି, ମହାନ୍ କରିବାର ଓ ସମସ୍ତଙ୍କୁ ବଳ ଦେବାର ତୁମ୍ଭର ହସ୍ତାଧୀନ ଅଟେ।