1 Chronicles 29:13 — Compare Translations

5 translations compared side by side

Odia - 1840
"ବର୍ତ୍ତମାନ, ହେ ଆମ୍ଭମାନଙ୍କର ପରମେଶ୍ବର, ଆମ୍ଭମାନେେ ତୁମ୍ଭର ଧନ୍ଯବାଦ କରୁଅଛୁ ଓ ତୁମ୍ଭ ଗୌରବୟୁକ୍ତ ନାମର ପ୍ରଶଂସା କରୁଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ହେ ଆମ୍ଭମାନଙ୍କ ପରମେଶ୍ଵର, ଆମ୍ଭେମାନେ ତୁମ୍ଭର ଧନ୍ୟବାଦ କରୁଅଛୁ ଓ ତୁମ୍ଭ ଗୌରବାନ୍ଵିତ ନାମରେ ପ୍ରଶଂସା କରୁଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ, ହେ ଆମ୍ଭମାନଙ୍କର ପରମେଶ୍ୱର, ଆମ୍ଭେମାନେ ତୁମ୍ଭର ଧନ୍ୟବାଦ କରୁଅଛୁ ଓ ତୁମ୍ଭ ଗୌରଯୁକ୍ତ ନାମର ପ୍ରଶଂସା କରୁଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ହେ ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭେମାନେ ତୁମ୍ଭର ଧନ୍ୟବାଦ କରୁଅଛୁ ଓ ତୁମ୍ଭ ଗୌରବାନ୍ୱିତ ନାମରେ ପ୍ରଶଂସା କରୁଅଛୁ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ହେ ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭେମାନେ ତୁମ୍ଭର ଧନ୍ୟବାଦ କରୁଅଛୁ ଓ ତୁମ୍ଭ ଗୌରବାନ୍ୱିତ ନାମରେ ପ୍ରଶଂସା କରୁଅଛୁ।