1 Chronicles 29:14 — Compare Translations

5 translations compared side by side

Odia - 1840
"ଆମ୍ଭମାନେେ କିଏ ଯେ ଏପରି ସ୍ବେଚ୍ଛାପୂର୍ବକ ଦାନ କରିବାକୁ ସମର୍ଥ ହବେୁ? ଏହି ସମସ୍ତ ବସ୍ତୁ ମାେ'ଠାରୁ କିଅବା ମାରେଲୋକମାନଙ୍କଠାରୁ ଆସି ନାହିଁ। ଏହି ସମସ୍ତ ବସ୍ତୁ ତୁମ୍ଭଠାରୁ ଆ ସେ, ତୁମ୍ଭଠାରୁ ଯାହା ଆସିଅଛି, ଆମ୍ଭେ କବଳେ ତାହା ତୁମ୍ଭକୁ ଦଇେଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ମୁଁ କିଏ ଓ ମୋହର ଲୋକମାନେ କିଏ ଯେ, ଆମ୍ଭେମାନେ ଏପରି ସ୍ଵେଚ୍ଛାପୂର୍ବକ ଏପ୍ରକାର ଦାନ କରିବାକୁ ସମର୍ଥ ହେବୁ? କାରଣ ସମଗ୍ର ବିଷୟ ତୁମ୍ଭଠାରୁ ଆସେ ଓ ତୁମ୍ଭ ନିଜ ପଦାର୍ଥରୁ ଆମ୍ଭେମାନେ ତୁମ୍ଭକୁ ଦେଇଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେମାନେ କିଏ ଯେ ଏପରି ସ୍ୱେଚ୍ଛାପୂର୍ବକ ଦାନ କରିବାକୁ ସମର୍ଥ ହେବୁ? ଏହି ସମସ୍ତ ବସ୍ତୁ ମୋ’ଠାରୁ କିଅବା ମୋର ଲୋକମାନଙ୍କଠାରୁ ଆସି ନାହିଁ। ଏହି ସମସ୍ତ ବସ୍ତୁ ତୁମ୍ଭଠାରୁ ଆସେ, ତୁମ୍ଭଠାରୁ ଯାହା ଆସିଅଛି, ଆମ୍ଭେ କେବଳ ତାହା ତୁମ୍ଭକୁ ଦେଇଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର, ମୁଁ କିଏ ଓ ମୋହର ଲୋକମାନେ କିଏ ଯେ, ଆମ୍ଭେମାନେ ଏପରି ସ୍ୱେଚ୍ଛାପୂର୍ବକ ଏପ୍ରକାର ଦାନ କରିବାକୁ ସମର୍ଥ ହେବୁ? କାରଣ, ସମଗ୍ର ବିଷୟ ତୁମ୍ଭଠାରୁ ଆସେ ଓ ତୁମ୍ଭ ନିଜ ପଦାର୍ଥରୁ ଆମ୍ଭେମାନେ ତୁମ୍ଭକୁ ଦେଇଅଛୁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର, ମୁଁ କିଏ ଓ ମୋହର ଲୋକମାନେ କିଏ ଯେ, ଆମ୍ଭେମାନେ ଏପରି ସ୍ୱେଚ୍ଛାପୂର୍ବକ ଏପ୍ରକାର ଦାନ କରିବାକୁ ସମର୍ଥ ହେବୁ? କାରଣ, ସମଗ୍ର ବିଷୟ ତୁମ୍ଭଠାରୁ ଆସେ ଓ ତୁମ୍ଭ ନିଜ ପଦାର୍ଥରୁ ଆମ୍ଭେମାନେ ତୁମ୍ଭକୁ ଦେଇଅଛୁ।