1 Chronicles 29:15 — Compare Translations

5 translations compared side by side

Odia - 1840
"ଆମ୍ଭମାନେେ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ପରି କବଳେ ଅପରିଚିତ ଆଗନ୍ତୁକ ଅଟୁ ଓ ଏହି ପୃଥିବୀ ମଧିଅରେ ଭ୍ରମଣ କରୁଅଛୁ। ଏହି ପୃଥିବୀର ଆମ୍ଭମାନଙ୍କର ସମୟ କବଳେ ଅତିକ୍ରାନ୍ତ ଛାଯା ତୁଲ୍ଯ। ଆମ୍ଭମାନେେ ତାହାକୁ ବନ୍ଦ କରି ନ ପାରୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଆମ୍ଭେମାନେ ଆପଣାମାନଙ୍କ ସମସ୍ତ ପୂର୍ବପୁରୁଷ ତୁଲ୍ୟ ତୁମ୍ଭ ସମ୍ମୁଖରେ ବିଦେଶୀ ଓ ପ୍ରବାସୀ; ପୃଥିବୀରେ ଆମ୍ଭମାନଙ୍କ ଦିନ ଛାୟା ତୁଲ୍ୟ ଓ ସ୍ଥାୟିତ୍ଵ କିଛି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେମାନେ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ପରି କେବଳ ଅପରିଚିତ ଆଗନ୍ତୁକ ଅଟୁ ଓ ଏହି ପୃଥିବୀ ମଧ୍ୟରେ ଭ୍ରମଣ କରୁଅଛୁ। ଏହି ପୃଥିବୀରେ ଆମ୍ଭମାନଙ୍କର ସମୟ କେବଳ ଅତିକ୍ରାନ୍ତ ଛାୟା ତୁଲ୍ୟ। ଆମ୍ଭେମାନେ ତାହାକୁ ବନ୍ଦ କରି ନ ପାରୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ, ଆମ୍ଭେମାନେ ଆପଣାମାନଙ୍କ ସମସ୍ତ ପୂର୍ବପୁରୁଷ ତୁଲ୍ୟ ତୁମ୍ଭ ସମ୍ମୁଖରେ ବିଦେଶୀ ଓ ପ୍ରବାସୀ; ପୃଥିବୀରେ ଆମ୍ଭମାନଙ୍କ ଦିନ ଛାୟା ତୁଲ୍ୟ ଓ ସ୍ଥାୟିତ୍ୱ କିଛି ନାହିଁ।
Odia IRV 2017 (ଓଡିଆ ବାଇବେଲ)
କାରଣ, ଆମ୍ଭେମାନେ ଆପଣାମାନଙ୍କ ସମସ୍ତ ପୂର୍ବପୁରୁଷ ତୁଲ୍ୟ ତୁମ୍ଭ ସମ୍ମୁଖରେ ବିଦେଶୀ ଓ ପ୍ରବାସୀ; ପୃଥିବୀରେ ଆମ୍ଭମାନଙ୍କ ଦିନ ଛାୟା ତୁଲ୍ୟ ଓ ସ୍ଥାୟିତ୍ୱ କିଛି ନାହିଁ।