1 Chronicles 29:17 — Compare Translations

5 translations compared side by side

Odia - 1840
"ହେ ମାରେ ପରମେଶ୍ବର, ମୁଁ ଜାଣେ ଯେ ତୁମ୍ଭେ ଲୋକମାନଙ୍କର ପରୀକ୍ଷା ନିଅ, ଆଉ, ଲୋକମାନେ ଉତ୍ତମ କର୍ମ କଲେ ତୁମ୍ଭେ ଆନନ୍ଦିତ ହୁଅ। ମୁଁ ଏକ ଶୁଦ୍ଧ, ବିଶ୍ବସ୍ତ ହୃଦଯ ରେ, ଆନନ୍ଦିତ ମନ ରେ ତୁମ୍ଭକୁ ଏହି ସମସ୍ତ ବସ୍ତୁ ଦେଉଅଛି। ମୁଁ ତୁମ୍ଭର ଲୋକମାନଙ୍କୁ ଏଠା ରେ ଏକତ୍ରୀତ ହବୋର ଦେଖୁଅଛି। ଆଉ ସମାନେେ ତୁମ୍ଭ ଉଦ୍ଦେଶ୍ଯ ରେ ଆନନ୍ଦିତ ମନ ରେ ଏହି ବସ୍ତୁଗୁଡ଼ିକ ଦାନ କରୁଥିବାର ମୁଁ ଦେଖୁଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ହେ ମୋହର ପରମେଶ୍ଵର, ମୁଁ ଜାଣେ ଯେ, ତୁମ୍ଭେ ଅନ୍ତଃକରଣ ପରୀକ୍ଷା କରିଥାଅ ଓ ସରଳତାରେ ତୁମ୍ଭର ସନ୍ତୋଷ ଥାଏ । ମୁଁ ଆପଣା ଅନ୍ତଃକରଣର ସରଳତାରେ ସ୍ଵେଚ୍ଛାପୂର୍ବକ ଏହିସବୁ ପଦାର୍ଥ ଦାନ କରିଅଛି; ଆଉ ଏଠାରେ ଉପସ୍ଥିତ ତୁମ୍ଭ ଲୋକମାନଙ୍କୁ ସ୍ଵେଚ୍ଛାପୂର୍ବକ ତୁମ୍ଭ ଉଦ୍ଦେଶ୍ୟରେ ଦାନ କରିବାର ଦେଖି ମୁଁ ଆନନ୍ଦିତ ହେଲି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ମୋର ପରମେଶ୍ୱର, ମୁଁ ଜାଣେ ଯେ ତୁମ୍ଭେ ଲୋକମାନଙ୍କର ପରୀକ୍ଷା ନିଅ, ଆଉ, ଲୋକମାନେ ଉତ୍ତମ କର୍ମ କଲେ ତୁମ୍ଭେ ଆନନ୍ଦିତ ହୁଅ। ମୁଁ ଏକ ଶୁଦ୍ଧ, ବିଶ୍ୱସ୍ତ ହୃଦୟରେ, ଆନନ୍ଦିତ ମନରେ ତୁମ୍ଭକୁ ଏହି ସମସ୍ତ ବସ୍ତୁ ଦେଉଅଛି। ମୁଁ ତୁମ୍ଭର ଲୋକମାନଙ୍କୁ ଏଠାରେ ଏକତ୍ରିତ ହେବାର ଦେଖୁଅଛି। ଆଉ ସେମାନେ ତୁମ୍ଭ ଉଦ୍ଦେଶ୍ୟରେ ଆନନ୍ଦିତ ମନରେ ଏହି ବସ୍ତୁଗୁଡ଼ିକ ଦାନ କରୁଥିବାର ମୁଁ ଦେଖୁଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ହେ ମୋହର ପରମେଶ୍ୱର, ମୁଁ ଜାଣେ ଯେ, ତୁମ୍ଭେ ଅନ୍ତଃକରଣ ପରୀକ୍ଷା କରିଥାଅ ଓ ସରଳତାରେ ତୁମ୍ଭର ସନ୍ତୋଷ ଥାଏ। ମୁଁ ଆପଣା ଅନ୍ତଃକରଣର ସରଳତାରେ ସ୍ୱେଚ୍ଛାପୂର୍ବକ ଏହିସବୁ ପଦାର୍ଥ ଦାନ କରିଅଛି; ଆଉ ଏଠାରେ ଉପସ୍ଥିତ ତୁମ୍ଭ ଲୋକମାନଙ୍କୁ ସ୍ୱେଚ୍ଛାପୂର୍ବକ ତୁମ୍ଭ ଉଦ୍ଦେଶ୍ୟରେ ଦାନ କରିବାର ଦେଖି ମୁଁ ଆନନ୍ଦିତ ହେଲି।
Odia IRV 2017 (ଓଡିଆ ବାଇବେଲ)