1 Chronicles 29:18 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କର ପୂର୍ବପୁରୁଷ ଅବ୍ରହାମ, ଇସ୍ହାକ୍ ଓ ଇଶ୍ରାୟେଲଙ୍କର ପରମେଶ୍ବର ଅଟ। ଅନୁଗ୍ରହ କରି ଯଥାର୍ଥ ବିଷଯ ଯୋଜନା କରିବାକୁ ତୁମ୍ଭର ଲୋକମାନଙ୍କୁ ସାହାୟ୍ଯ କର। ତୁମ୍ଭ ପ୍ରତି ଅନୁଗତ ଓ ବିଶ୍ବସ୍ତ ହବୋ ନିମନ୍ତେ ସମାନଙ୍କେୁ ସାହାୟ୍ଯ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ଆମ୍ଭମାନଙ୍କ ପୂର୍ବପୁରୁଷ ଅବ୍ରହାମର, ଇସ୍‍ହାକର ଓ ଇସ୍ରାଏଲର ପରମେଶ୍ଵର, ତୁମ୍ଭେ ଆପଣା ଲୋକମାନଙ୍କ ହୃଦୟସ୍ଥ ଚିନ୍ତାର କଳ୍ପନାରେ ଏହା ସଦାକାଳ ରଖ ଓ ତୁମ୍ଭ ପ୍ରତି ସେମାନଙ୍କ ହୃଦୟ ପ୍ରସ୍ତୁତ କର;
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କର ପୂର୍ବପୁରୁଷ ଅବ୍ରହାମ, ଇ‌ସ୍‌ହାକ ଓ ଇସ୍ରାଏଲଙ୍କର ପରମେଶ୍ୱର ଅଟ। ଅନୁଗ୍ରହ କରି ଯଥାର୍ଥ ବିଷୟ ଯୋଜନା କରିବାକୁ ତୁମ୍ଭର ଲୋକମାନଙ୍କୁ ସାହାଯ୍ୟ କର। ତୁମ୍ଭ ପ୍ରତି ଅନୁଗତ ଓ ବିଶ୍ୱସ୍ତ ହେବା ନିମନ୍ତେ ସେମାନଙ୍କୁ ସାହାଯ୍ୟ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ଆମ୍ଭମାନଙ୍କ ପୂର୍ବପୁରୁଷ ଅବ୍ରହାମର, ଇସ୍‌ହାକର ଓ ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଆପଣା ଲୋକମାନଙ୍କ ହୃଦୟସ୍ଥ ଚିନ୍ତାର କଳ୍ପନାରେ ଏହା ସଦାକାଳ ରଖ ଓ ତୁମ୍ଭ ପ୍ରତି ସେମାନଙ୍କ ହୃଦୟ ପ୍ରସ୍ତୁତ କର;
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ଆମ୍ଭମାନଙ୍କ ପୂର୍ବପୁରୁଷ ଅବ୍ରହାମର, ଇସ୍‍ହାକର ଓ ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଆପଣା ଲୋକମାନଙ୍କ ହୃଦୟସ୍ଥ ଚିନ୍ତାର କଳ୍ପନାରେ ଏହା ସଦାକାଳ ରଖ ଓ ତୁମ୍ଭ ପ୍ରତି ସେମାନଙ୍କ ହୃଦୟ ପ୍ରସ୍ତୁତ କର;