1 Chronicles 29:19 — Compare Translations

5 translations compared side by side

Odia - 1840
"ଆଉ, ମାରେପୁତ୍ର ଶଲୋମନକୁ ତୁମ୍ଭ ପ୍ରତି ବିଶ୍ବସ୍ତ ହବୋ ନିମନ୍ତେ ସାହାୟ୍ଯ କର। ସର୍ବଦା ତୁମ୍ଭର ଆଜ୍ଞା, ବିଧି ଓ ଶାସନ ସକଳର ବାଧ୍ଯ ହବୋ ନିମନ୍ତେ ତାହାକୁ ସାହାୟ୍ଯ କର। ଶଲୋମନଙ୍କୁ ଏହି ସମସ୍ତ ବିଷଯ କରିବା ନିମନ୍ତେ ସାହାୟ୍ଯ କର ଓ ଏହି ପବିତ୍ର ମନ୍ଦିର ରେ ନିର୍ମାଣ କରିବା ନିମନ୍ତେ ମୁଁ ଯେଉଁ ଯୋଜନା କରିଅଛି, ସେଥି ରେ ତାହାକୁ ସାହାୟ୍ଯ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭର ଆଜ୍ଞା, ତୁମ୍ଭ ପ୍ରମାଣ-ବାକ୍ୟ ଓ ତୁମ୍ଭ ବିଧିସବୁ ପାଳନ କରିବା ପାଇଁ ଓ ଏହିସବୁ କାର୍ଯ୍ୟ କରିବା ପାଇଁ, ଆଉ ମୁଁ ଯେଉଁ ପ୍ରାସାଦ ପାଇଁ ଆୟୋଜନ କରୁଅଛି, ତାହା ନିର୍ମାଣ କରିବା ପାଇଁ ମୋʼ ପୁତ୍ର ଶଲୋମନକୁ ସିଦ୍ଧ ଅନ୍ତଃକରଣ ଦିଅ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ, ମୋର ପୁତ୍ର ଶଲୋମନକୁ ତୁମ୍ଭ ପ୍ରତି ବିଶ୍ୱସ୍ତ ହେବା ନିମନ୍ତେ ସାହାଯ୍ୟ କର। ସର୍ବଦା ତୁମ୍ଭର ଆଜ୍ଞା, ବିଧି ଓ ଶାସନ ସକଳର ବାଧ୍ୟ ହେବା ନିମନ୍ତେ ତାହାକୁ ସାହାଯ୍ୟ କର। ଶଲୋମନଙ୍କୁ ଏହି ସମସ୍ତ ବିଷୟ କରିବା ନିମନ୍ତେ ସାହାଯ୍ୟ କର ଓ ଏହି ପବିତ୍ର ମନ୍ଦିର ନିର୍ମାଣ କରିବା ନିମନ୍ତେ ମୁଁ ଯେଉଁ ଯୋଜନା କରିଅଛି, ସେଥିରେ ତାହାକୁ ସାହାଯ୍ୟ କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭର ଆଜ୍ଞା, ତୁମ୍ଭ ପ୍ରମାଣ-ବାକ୍ୟ ଓ ତୁମ୍ଭ ବିଧିସବୁ ପାଳନ କରିବା ପାଇଁ ଓ ଏହିସବୁ କାର୍ଯ୍ୟ କରିବା ପାଇଁ, ଆଉ, ମୁଁ ଯେଉଁ ପ୍ରାସାଦ ପାଇଁ ଆୟୋଜନ କରୁଅଛି, ତାହା ନିର୍ମାଣ କରିବା ପାଇଁ ମୋʼ ପୁତ୍ର ଶଲୋମନକୁ ସିଦ୍ଧ ଅନ୍ତଃକରଣ ଦିଅ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭର ଆଜ୍ଞା, ତୁମ୍ଭ ପ୍ରମାଣ-ବାକ୍ୟ ଓ ତୁମ୍ଭ ବିଧିସବୁ ପାଳନ କରିବା ପାଇଁ ଓ ଏହିସବୁ କାର୍ଯ୍ୟ କରିବା ପାଇଁ, ଆଉ, ମୁଁ ଯେଉଁ ପ୍ରାସାଦ ପାଇଁ ଆୟୋଜନ କରୁଅଛି, ତାହା ନିର୍ମାଣ କରିବା ପାଇଁ ମୋ’ ପୁତ୍ର ଶଲୋମନକୁ ସିଦ୍ଧ ଅନ୍ତଃକରଣ ଦିଅ।”