1 Chronicles 29:2 — Compare Translations

5 translations compared side by side

Odia - 1840
"ପରମେଶ୍ବରଙ୍କ ମନ୍ଦିର ନିର୍ମାଣ କରିବା ନିମନ୍ତେ ମୁଁ ମାରେ ସାଧ୍ଯମତେ ଯୋଜନା ପାଇଁ ଚେଷ୍ଟା କରିଅଛି। ମୁଁ ସୁବର୍ଣ୍ଣ ରେ ନିର୍ମିତ ହବୋକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ ସୁବର୍ଣ୍ଣ ଦଇେଅଛି। ମୁଁ ରେ ୗପ୍ୟ ରେ ନିର୍ମିତ ହବୋକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ ରେ ୗପ୍ୟ ଦଇେଅଛି। ମୁଁ ପିତ୍ତଳ ରେ ନିର୍ମିତ ହବୋକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ ପିତ୍ତଳ ଦଇେଅଛି। ମୁଁ ଲୌହର ନିର୍ମିତ ହବୋକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ ଲୌହ ଦଇେଅଛି। ମୁଁ କାଠର ନିର୍ମିତ ହବୋକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ କାଠ ଦଇେଅଛି। ମୁଁ ଚିତ୍ରବିଚିତ୍ର ଟାଇଲ୍ ଓ ପ୍ରସ୍ତର ଖାଦେନ କାର୍ୟ୍ଯ ପାଇଁ ଓ ଗୋବଦକମେଣି ଓ ସମସ୍ତ ପ୍ରକାର ବିଭିନ୍ନ ରଙ୍ଗର ବହୁମୂଲ୍ଯ ପ୍ରସ୍ତର ଓ ଶୁଭ୍ର ମାର୍ବଲପ୍ରସ୍ତର ଦଇେଅଛି। ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କାର୍ୟ୍ଯ ନିମନ୍ତେ ମୁଁ ଏହି ପ୍ରକାର ଅନକେ ଅନକେ ସାମଗ୍ରୀ ଦଇେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏବେ ମୁଁ ଆପଣାର ସମସ୍ତ ଶକ୍ତିରେ ମୋʼ ପରମେଶ୍ଵରଙ୍କ ଗୃହ ନିମନ୍ତେ ପ୍ରଚୁର ରୂପେ ସ୍ଵର୍ଣ୍ଣମୟ ଦ୍ରବ୍ୟ ପାଇଁ ସୁନା ଓ ରୌପ୍ୟମୟ ଦ୍ରବ୍ୟ ପାଇଁ ରୂପା ଓ ପିତ୍ତଳମୟ ଦ୍ରବ୍ୟ ପାଇଁ ପିତ୍ତଳ, ଲୌହମୟ ଦ୍ରବ୍ୟ ପାଇଁ ଲୁହା ଓ କାଷ୍ଠମୟ ଦ୍ରବ୍ୟ ପାଇଁ କାଷ୍ଠ; ଗୋମେଦକ ମଣି ଓ ଖଚନାର୍ଥକ ପ୍ରସ୍ତର, ଜଡ଼ିତ-କର୍ମାର୍ଥକ ପ୍ରସ୍ତର ଓ ନାନା ବର୍ଣ୍ଣର ପ୍ରସ୍ତର ଓ ସର୍ବପ୍ରକାର ବହୁମୂଲ୍ୟ ପ୍ରସ୍ତର ଓ ମର୍ମର ପ୍ରସ୍ତର ଆୟୋଜନ କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ମନ୍ଦିର ନିର୍ମାଣ କରିବା ନିମନ୍ତେ ମୁଁ ମୋର ସାଧ୍ୟମତେ ଯୋଜନା ପାଇଁ ଚେଷ୍ଟା କରିଅଛି। ମୁଁ ସୁବର୍ଣ୍ଣରେ ନିର୍ମିତ ହେବାକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ ସୁବର୍ଣ୍ଣ ଦେଇଅଛି। ମୁଁ ରୌପ୍ୟରେ ନିର୍ମିତ ହେବାକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ ରୌପ୍ୟ ଦେଇଅଛି। ମୁଁ ପିତ୍ତଳରେ ନିର୍ମିତ ହେବାକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ ପିତ୍ତଳ ଦେଇଅଛି। ମୁଁ ଲୌହର ନିର୍ମିତ ହେବାକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ ଲୌହ ଦେଇଅଛି। ମୁଁ କାଠର ନିର୍ମିତ ହେବାକୁ ଥିବା ସାମଗ୍ରୀଗୁଡ଼ିକ ନିମନ୍ତେ କାଠ ଦେଇଅଛି। ମୁଁ ଚିତ୍ରବିଚିତ୍ର ଟାଇଲ୍ ଓ ପ୍ରସ୍ତର ଖୋଦନ କାର୍ଯ୍ୟ ପାଇଁ ଓ ଗୋମେଦକମଣି ଓ ସମସ୍ତ ପ୍ରକାର ବିଭିନ୍ନ ରଙ୍ଗର ବହୁମୂଲ୍ୟ ପ୍ରସ୍ତର ଓ ଶୁଭ୍ର ମାର୍ବଲ ପ୍ରସ୍ତର ଦେଇଅଛି। ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କାର୍ଯ୍ୟ ନିମନ୍ତେ ମୁଁ ଏହି ପ୍ରକାର ଅନେକ ଅନେକ ସାମଗ୍ରୀ ଦେଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏବେ ମୁଁ ଆପଣାର ସମସ୍ତ ଶକ୍ତିରେ ମୋʼ ପରମେଶ୍ୱରଙ୍କ ଗୃହ ନିମନ୍ତେ ପ୍ରଚୁର ରୂପେ ସ୍ୱର୍ଣ୍ଣମୟ ଦ୍ରବ୍ୟ ପାଇଁ ସୁନା ଓ ରୌପ୍ୟମୟ ଦ୍ରବ୍ୟ ପାଇଁ ରୂପା ଓ ପିତ୍ତଳମୟ ଦ୍ରବ୍ୟ ପାଇଁ ପିତ୍ତଳ, ଲୌହମୟ ଦ୍ରବ୍ୟ ପାଇଁ ଲୁହା ଓ କାଷ୍ଠମୟ ଦ୍ରବ୍ୟ ପାଇଁ କାଷ୍ଠ; ଗୋମେଦକ ମଣି ଓ ଖଚନାର୍ଥକ ପ୍ରସ୍ତର, ଜଡ଼ିତ-କର୍ମାର୍ଥକ ପ୍ରସ୍ତର ଓ ନାନା ବର୍ଣ୍ଣର ପ୍ରସ୍ତର ଓ ସର୍ବପ୍ରକାର ବହୁମୂଲ୍ୟ ପ୍ରସ୍ତର ଓ ମର୍ମର ପ୍ରସ୍ତର ଆୟୋଜନ କରିଅଛି।
Odia IRV 2017 (ଓଡିଆ ବାଇବେଲ)
ଏବେ ମୁଁ ଆପଣାର ସମସ୍ତ ଶକ୍ତିରେ ମୋ’ ପରମେଶ୍ୱରଙ୍କ ଗୃହ ନିମନ୍ତେ ପ୍ରଚୁର ରୂପେ ସ୍ୱର୍ଣ୍ଣମୟ ଦ୍ରବ୍ୟ ପାଇଁ ସୁନା ଓ ରୌପ୍ୟମୟ ଦ୍ରବ୍ୟ ପାଇଁ ରୂପା ଓ ପିତ୍ତଳମୟ ଦ୍ରବ୍ୟ ପାଇଁ ପିତ୍ତଳ, ଲୌହମୟ ଦ୍ରବ୍ୟ ପାଇଁ ଲୁହା ଓ କାଷ୍ଠମୟ ଦ୍ରବ୍ୟ ପାଇଁ କାଷ୍ଠ; ଗୋମେଦକ ମଣି ଓ ଖଚନାର୍ଥକ ପ୍ରସ୍ତର, ଜଡ଼ିତ-କର୍ମାର୍ଥକ ପ୍ରସ୍ତର ଓ ନାନା ବର୍ଣ୍ଣର ପ୍ରସ୍ତର ଓ ସର୍ବ ପ୍ରକାର ବହୁମୂଲ୍ୟ ପ୍ରସ୍ତର ଓ ମର୍ମର ପ୍ରସ୍ତର ଆୟୋଜନ କରିଅଛି।