1 Chronicles 29:21 — Compare Translations
5 translations compared side by side
Odia - 1840
"ପରଦିନ ଲୋକମାନେ ସଦାପ୍ରଭୁଙ୍କ ନିକଟରେ ବଳିଦାନ କଲେ। ସମାନେେ ସଦାପ୍ରଭୁଙ୍କୁ ହାମବେଳି ଅର୍ପଣ କଲେ। ସମାନେେ 1,000 ବଳଦ, 1,000 ଅଣ୍ଡିରା ମଷେ, 1,000 ମଷେଶାବକ ଓ ପଯେ ନବୈେଦ୍ଯ ଉତ୍ସର୍ଗ କଲେ। ସମାନେେ ଇଶ୍ରାୟେଲର ଲୋକମାନଙ୍କ ନିମନ୍ତେ ଅନକେ ମଙ୍ଗଳାର୍ଥକ ନବୈେଦ୍ଯ ଉତ୍ସର୍ଗ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେମାନେ ପର ଦିବସ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ସହସ୍ର ଗୋରୁ, ଏକ ସହସ୍ର ମେଷ ଓ ଏକ ସହସ୍ର ମେଷଶାବକ ପେୟ-ନୈବେଦ୍ୟ ସହିତ ବଳିଦାନ କଲେ ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଓ ସମଗ୍ର ଇସ୍ରାଏଲ ନିମନ୍ତେ ବିସ୍ତର ବଳି ଉତ୍ସର୍ଗ କଲେ;
Odia Bible ERV 2004 (ପବିତ୍ର ବାଇବଲ)
ଶଲୋମନ ରାଜା ହେଲେ ପରଦିନ ଲୋକମାନେ ସଦାପ୍ରଭୁଙ୍କ ନିକଟରେ ବଳିଦାନ କଲେ। ସେମାନେ ସଦାପ୍ରଭୁଙ୍କୁ ହୋମବଳି ଅର୍ପଣ କଲେ। ସେମାନେ 1000 ବଳଦ, 1000 ଅଣ୍ଡିରା ମେଷ, 1000 ମେଷଶାବକ ଓ ପେୟନୈବେଦ୍ୟ ଉତ୍ସର୍ଗ କଲେ। ସେମାନେ ଇସ୍ରାଏଲର ଲୋକମାନଙ୍କ ନିମନ୍ତେ ଅନେକ ମଙ୍ଗଳାର୍ଥକ ନୈବେଦ୍ୟ ଉତ୍ସର୍ଗ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେମାନେ ପରଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ସହସ୍ର ଗୋରୁ, ଏକ ସହସ୍ର ମେଷ ଓ ଏକ ସହସ୍ର ମେଷଶାବକ ପେୟ-ନୈବେଦ୍ୟ ସହିତ ବଳିଦାନ କଲେ ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଓ ସମଗ୍ର ଇସ୍ରାଏଲ ନିମନ୍ତେ ଅଧିକ ପରିମାଣର ବଳି ଉତ୍ସର୍ଗ କଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେମାନେ ପର ଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ସହସ୍ର ଗୋରୁ, ଏକ ସହସ୍ର ମେଷ ଓ ଏକ ସହସ୍ର ମେଷଶାବକ ପେୟ-ନୈବେଦ୍ୟ ସହିତ ବଳିଦାନ କଲେ ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଓ ସମଗ୍ର ଇସ୍ରାଏଲ ନିମନ୍ତେ ଅଧିକ ପରିମାଣର ବଳି ଉତ୍ସର୍ଗ କଲେ।