1 Chronicles 29:23 — Compare Translations
5 translations compared side by side
Odia - 1840
"ଏହାପରେ ଶଲୋମନ ସଦାପ୍ରଭୁଙ୍କ ସିଂହାସନ ରେ ରାଜାରୂପେ ବସିଲେ। ଶଲୋମନ ତାଙ୍କ ପିତାଙ୍କ ସ୍ଥାନ ନେଲେ। ଶଲୋମନ ଅତ୍ଯନ୍ତ ସଫଳ ହେଲେ। ଇଶ୍ରାୟେଲର ସମସ୍ତ ଲୋକ ଶଲୋମନଙ୍କର ବାଧ୍ଯ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଶଲୋମନ ଆପଣା ପିତା ଦାଉଦଙ୍କର ପଦରେ ରାଜା ରୂପେ ସଦାପ୍ରଭୁଙ୍କ ସିଂହାସନରେ ଉପବିଷ୍ଟ ହେଲେ ଓ କୁଶଳ ପ୍ରାପ୍ତ ହେଲେ ଓ ସମୁଦାୟ ଇସ୍ରାଏଲ ତାଙ୍କର ଆଜ୍ଞାକାରୀ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଶଲୋମନ ସଦାପ୍ରଭୁଙ୍କ ସିଂହାସନରେ ରାଜାରୂପେ ବସିଲେ। ଶଲୋମନ ତାଙ୍କ ପିତାଙ୍କ ସ୍ଥାନ ନେଲେ। ଶଲୋମନ ଅତ୍ୟନ୍ତ ସଫଳ ହେଲେ। ଇସ୍ରାଏଲର ସମସ୍ତ ଲୋକ ଶଲୋମନଙ୍କର ବାଧ୍ୟ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଶଲୋମନ ଆପଣା ପିତା ଦାଉଦଙ୍କର ପଦରେ ରାଜା ରୂପେ ସଦାପ୍ରଭୁଙ୍କ ସିଂହାସନରେ ଉପବିଷ୍ଟ ହେଲେ ଓ କୁଶଳ ପ୍ରାପ୍ତ ହେଲେ ଓ ସମୁଦାୟ ଇସ୍ରାଏଲ ତାଙ୍କର ଆଜ୍ଞାକାରୀ ହେଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଶଲୋମନ ଆପଣା ପିତା ଦାଉଦଙ୍କର ପଦରେ ରାଜା ରୂପେ ସଦାପ୍ରଭୁଙ୍କ ସିଂହାସନରେ ଉପବିଷ୍ଟ ହେଲେ ଓ କୁଶଳ ପ୍ରାପ୍ତ ହେଲେ ଓ ସମୁଦାୟ ଇସ୍ରାଏଲ ତାଙ୍କର ଆଜ୍ଞାକାରୀ ହେଲେ।