1 Chronicles 29:24 — Compare Translations

5 translations compared side by side

Odia - 1840
"ସମସ୍ତ ନେତାଗଣ, ସୈନ୍ଯଗଣ ଓ ରାଜା ଦାଉଦଙ୍କର ପୁତ୍ରଗଣ ଶଲୋମନଙ୍କୁ ରାଜାରୂପେ ସ୍ବୀକାର କଲେ ଓ ତାଙ୍କର ବାଧ୍ଯ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସମସ୍ତ ଅଧିପତି ଓ ବୀରଗଣ ଓ ଦାଉଦ ରାଜାଙ୍କର ସମସ୍ତ ପୁତ୍ର ମଧ୍ୟ ଶଲୋମନ ରାଜାଙ୍କର ବଶୀଭୂତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସମସ୍ତ ନେତାଗଣ, ସୈନ୍ୟଗଣ ଓ ରାଜା ଦାଉଦଙ୍କର ପୁତ୍ରଗଣ ଶଲୋମନଙ୍କୁ ରାଜାରୂପେ ସ୍ୱୀକାର କଲେ ଓ ତାଙ୍କର ବାଧ୍ୟ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସମସ୍ତ ଅଧିପତି ଓ ବୀରଗଣ ଓ ଦାଉଦ ରାଜାଙ୍କର ସମସ୍ତ ପୁତ୍ର ମଧ୍ୟ ଶଲୋମନ ରାଜାଙ୍କର ବଶୀଭୂତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସମସ୍ତ ଅଧିପତି ଓ ବୀରଗଣ ଓ ଦାଉଦ ରାଜାଙ୍କର ସମସ୍ତ ପୁତ୍ର ମଧ୍ୟ ଶଲୋମନ ରାଜାଙ୍କର ବଶୀଭୂତ ହେଲେ।