1 Chronicles 29:25 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଶଲୋମନଙ୍କୁ ଅତି ମହାନ୍ କଲେ। ଇଶ୍ରାୟେଲର ସମସ୍ତ ଲୋକ ଜାଣିଥିଲେ ଯେ, ସଦାପ୍ରଭୁ ହିଁ ଶଲୋମନଙ୍କୁ ମହାନ୍ କରିଅଛନ୍ତି। ସଦାପ୍ରଭୁ ଶଲୋମନଙ୍କୁ ରାଜୋଚିତ ସମ୍ମାନ ପ୍ରଦାନ କଲେ। ଶଲୋମନଙ୍କ ପୂର୍ବରୁ ଇଶ୍ରାୟେଲର କୌଣସି ରାଜା ଏହିପରି ସମ୍ମାନ ପାଇ ନ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସଦାପ୍ରଭୁ ସମଗ୍ର ଇସ୍ରାଏଲ ଦୃଷ୍ଟିରେ ଶଲୋମନଙ୍କୁ ଅତିଶୟ ମହାନ କଲେ ଓ ତାଙ୍କୁ ଏପରି ରାଜପ୍ରତାପ ଦାନ କଲେ ଯେ, ଇସ୍ରାଏଲ ମଧ୍ୟରେ ତାଙ୍କ ପୂର୍ବବର୍ତ୍ତୀ କୌଣସି ରାଜା ସେପରି ପ୍ରାପ୍ତ ହୋଇ ନ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଶଲୋମନଙ୍କୁ ଅତି ମହାନ କଲେ। ଇସ୍ରାଏଲର ସମସ୍ତ ଲୋକ ଜାଣିଥିଲେ ଯେ, ସଦାପ୍ରଭୁ ହିଁ ଶଲୋମନଙ୍କୁ ମହାନ କରିଅଛନ୍ତି। ସଦାପ୍ରଭୁ ଶଲୋମନଙ୍କୁ ରାଜୋଚିତ୍ତ ସମ୍ମାନ ପ୍ରଦାନ କଲେ। ଶଲୋମନଙ୍କ ପୂର୍ବରୁ ଇସ୍ରାଏଲର କୌଣସି ରାଜା ଏହିପରି ସମ୍ମାନ ପାଇ ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସଦାପ୍ରଭୁ ସମଗ୍ର ଇସ୍ରାଏଲ ଦୃଷ୍ଟିରେ ଶଲୋମନଙ୍କୁ ଅତିଶୟ ମହାନ କଲେ ଓ ତାଙ୍କୁ ଏପରି ରାଜପ୍ରତାପ ଦାନ କଲେ ଯେ, ଇସ୍ରାଏଲ ମଧ୍ୟରେ ତାଙ୍କ ପୂର୍ବବର୍ତ୍ତୀ କୌଣସି ରାଜା ସେପରି ପ୍ରାପ୍ତ ହୋଇ ନ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସଦାପ୍ରଭୁ ସମଗ୍ର ଇସ୍ରାଏଲ ଦୃଷ୍ଟିରେ ଶଲୋମନଙ୍କୁ ଅତିଶୟ ମହାନ କଲେ ଓ ତାଙ୍କୁ ଏପରି ରାଜପ୍ରତାପ ଦାନ କଲେ ଯେ, ଇସ୍ରାଏଲ ମଧ୍ୟରେ ତାଙ୍କ ପୂର୍ବବର୍ତ୍ତୀ କୌଣସି ରାଜା ସେପରି ପ୍ରାପ୍ତ ହୋଇ ନ ଥିଲେ।