1 Chronicles 29:26 — Compare Translations
5 translations compared side by side
Odia - 1840
"ୟିଶୀଙ୍କ ପୁତ୍ର ଦାଉଦ ସମଗ୍ର ଇଶ୍ରାୟେଲ ଉପରେ ଚାଳିଶ ବର୍ଷ ବ୍ଯାପି ରାଜା ଥିଲେ। ଦାଉଦ ହିବ୍ରୋଣ ନଗର ରେ ସାତବର୍ଷ ପର୍ୟ୍ଯନ୍ତ ରାଜା ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିଶୀର ପୁତ୍ର ଦାଉଦ ସମୁଦାୟ ଇସ୍ରାଏଲ ଉପରେ ରାଜ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦଙ୍କ ମୃତ୍ୟୁ ଯିଶୀଙ୍କ ପୁତ୍ର ଦାଉଦ ସମଗ୍ର ଇସ୍ରାଏଲ ଉପରେ ଗ୍ଭଳିଶ୍ ବର୍ଷ ବ୍ୟାପି ରାଜା ଥିଲେ। ଦାଉଦ ହିବ୍ରୋଣ ନଗରରେ ସାତ ବର୍ଷ ପର୍ଯ୍ୟନ୍ତ ରାଜା ଥିଲେ। ଏହା ପରେ ଦାଉଦ ଯିରୁଶାଲମ ନଗରରେ ତେତିଶ ବର୍ଷ ପର୍ଯ୍ୟନ୍ତ ରାଜା ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିଶୀର ପୁତ୍ର ଦାଉଦ ସମୁଦାୟ ଇସ୍ରାଏଲ ଉପରେ ରାଜ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ଯିଶୀର ପୁତ୍ର ଦାଉଦ ସମୁଦାୟ ଇସ୍ରାଏଲ ଉପରେ ରାଜ୍ୟ କଲେ।