1 Chronicles 29:27 — Compare Translations

4 translations compared side by side

Odia - 1840
"ଏହାପରେ ଦାଉଦ ୟିରୁଶାଲମ ନଗର ରେ ତତେିଶ ବର୍ଷ ପର୍ୟ୍ଯନ୍ତ ରାଜା ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ରାଏଲ ଉପରେ ତାଙ୍କର ରାଜତ୍ଵର ସମୟ ଚାଳିଶ ବର୍ଷ; ସେ ସାତ ବର୍ଷ ହିବ୍ରୋଣରେ ଓ ତେତିଶ ବର୍ଷ ଯିରୂଶାଲମରେ ରାଜ୍ୟ କଲେ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇସ୍ରାଏଲ ଉପରେ ତାଙ୍କର ରାଜତ୍ଵର ସମୟ ଚାଳିଶ ବର୍ଷ; ସେ ସାତ ବର୍ଷ ହିବ୍ରୋଣରେ ଓ ତେତିଶ ବର୍ଷ ଯିରୂଶାଲମରେ ରାଜ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ଇସ୍ରାଏଲ ଉପରେ ତାଙ୍କର ରାଜତ୍ୱର ସମୟ ଚାଳିଶ ବର୍ଷ; ସେ ସାତ ବର୍ଷ ହିବ୍ରୋଣରେ ଓ ତେତ୍ରିଶ ବର୍ଷ ଯିରୂଶାଲମରେ ରାଜ୍ୟ କଲେ।