1 Chronicles 29:28 — Compare Translations
5 translations compared side by side
Odia - 1840
"ଦାଉଦ ବୃଦ୍ଧ ହବୋରୁ ମୃତ୍ଯୁଭୋଗ କଲେ। ଦାଉଦ ଏକ ଉତ୍ତମ, ଦୀର୍ଘ ଜୀବନୟାପନ କରିଥିଲେ। ଦାଉଦ ଅନକେ ଧନସମ୍ପତ୍ତି ଓ ସମ୍ମାନର ଅଧିକାରୀ ହାଇେଥିଲେ ଆଉ ଦାଉଦଙ୍କ ପରେ ତାଙ୍କର ପୁତ୍ର ଶ ଲୋମନ ରାଜା ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁ ଉତ୍ତାରେ ସେ ଆୟୁଷ, ଧନ ଓ ସମ୍ଭ୍ରମରେ ପରିପୂର୍ଣ୍ଣ ହୋଇ ଉତ୍ତମ ବୃଦ୍ଧାବସ୍ଥାରେ ମଲେ; ପୁଣି ତାଙ୍କ ପୁତ୍ର ଶଲୋମନ ତାଙ୍କ ପଦରେ ରାଜ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ବୃଦ୍ଧ ହେବାରୁ ମୃତ୍ୟୁଭୋଗ କଲେ। ଦାଉଦ ଏକ ଉତ୍ତମ, ଦୀର୍ଘ ଜୀବନଯାପନ କରିଥିଲେ। ଦାଉଦ ଅନେକ ଧନସମ୍ପତ୍ତି ଓ ସମ୍ମାନର ଅଧିକାରୀ ହୋଇଥିଲେ ଆଉ ଦାଉଦଙ୍କ ପରେ ତାଙ୍କର ପୁତ୍ର ଶଲୋମନ ରାଜା ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁ ଉତ୍ତାରେ ସେ ଆୟୁଷ, ଧନ ଓ ସମ୍ଭ୍ରମରେ ପରିପୂର୍ଣ୍ଣ ହୋଇ ଉତ୍ତମ ବୃଦ୍ଧାବସ୍ଥାରେ ମଲେ; ପୁଣି, ତାଙ୍କ ପୁତ୍ର ଶଲୋମନ ତାଙ୍କ ପଦରେ ରାଜ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁ ଉତ୍ତାରେ ସେ ଆୟୁଷ, ଧନ ଓ ସମ୍ଭ୍ରମରେ ପରିପୂର୍ଣ୍ଣ ହୋଇ ଉତ୍ତମ ବୃଦ୍ଧାବସ୍ଥାରେ ମଲେ; ପୁଣି, ତାଙ୍କ ପୁତ୍ର ଶଲୋମନ ତାଙ୍କ ପଦରେ ରାଜ୍ୟ କଲେ।