1 Chronicles 29:30 — Compare Translations
5 translations compared side by side
Odia - 1840
"ଦାଉଦ ଇଶ୍ରାୟେଲର ରାଜା ରୂପେ ଯେଉଁ ସମସ୍ତ ବିଷଯ କରିଥିଲେ, ସହେି ଲଖାଗେୁଡ଼ିକ ତାହାର ବିବରଣୀ ପ୍ରଦାନ କରେ। ସହେି ଲଖାଗେୁଡ଼ିକ ଦାଉଦଙ୍କ ପରାକ୍ରମ ଓ ତାଙ୍କ ପ୍ରତି ଘଟିତ ସକଳ ବିଷଯ ବର୍ଣ୍ଣନା କରେ। ଆଉ ସଗେୁଡ଼ିକ ଇଶ୍ରାୟେଲ ଓ ତାହାର ଚତୁର୍ଦ୍ଦିଗ ରେ ଥିବା ରାଜ୍ଯଗୁଡ଼ିକ ପ୍ରତି ଘଟିଥିବା ସକଳ ବିଷଯ ବର୍ଣ୍ଣନା କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁ ସଙ୍ଗେ ତାଙ୍କର ରାଜ୍ୟଶାସନ ଓ ତାଙ୍କର ପରାକ୍ରମ, ପୁଣି ତାଙ୍କ ଉପରେ ଓ ଇସ୍ରାଏଲ ଉପରେ ଓ ନାନା ଦେଶୀୟ ସମସ୍ତ ରାଜ୍ୟ ଉପରେ ଯାହା ଯାହା ଘଟିଲା, ସେସବୁର ବିବରଣ ଲେଖାଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଇସ୍ରାଏଲର ରାଜା ରୂପେ ଯେଉଁ ସମସ୍ତ ବିଷୟ କରିଥିଲେ, ସେହି ଲେଖାଗୁଡ଼ିକ ତାହାର ବିବରଣୀ ପ୍ରଦାନ କରେ। ସେହି ଲେଖାଗୁଡ଼ିକ ଦାଉଦଙ୍କ ପରାକ୍ରମ ଓ ତାଙ୍କ ପ୍ରତି ଘଟିତ ସକଳ ବିଷୟ ବର୍ଣ୍ଣନା କରେ। ଆଉ ସେଗୁଡ଼ିକ ଇସ୍ରାଏଲ ଓ ତାହାର ଚତୁର୍ଦ୍ଦିଗରେ ଥିବା ରାଜ୍ୟଗୁଡ଼ିକ ପ୍ରତି ଘଟିଥିବା ସକଳ ବିଷୟ ବର୍ଣ୍ଣନା କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁ ସଙ୍ଗେ ତାଙ୍କର ରାଜ୍ୟ ଶାସନ ଓ ତାଙ୍କର ପରାକ୍ରମ, ପୁଣି, ତାଙ୍କ ଉପରେ ଓ ଇସ୍ରାଏଲ ଉପରେ ଓ ନାନା ଦେଶୀୟ ସମସ୍ତ ରାଜ୍ୟ ଉପରେ ଯାହା ଯାହା ଘଟିଲା, ସେସବୁର ବିବରଣ ଲେଖାଅଛି।
Odia IRV 2017 (ଓଡିଆ ବାଇବେଲ)
ତହିଁ ସଙ୍ଗେ ତାଙ୍କର ରାଜ୍ୟ ଶାସନ ଓ ତାଙ୍କର ପରାକ୍ରମ, ପୁଣି, ତାଙ୍କ ଉପରେ ଓ ଇସ୍ରାଏଲ ଉପରେ ଓ ନାନା ଦେଶୀୟ ସମସ୍ତ ରାଜ୍ୟ ଉପରେ ଯାହା ଯାହା ଘଟିଲା, ସେସବୁର ବିବରଣ ଲେଖାଅଛି।