1 Chronicles 29:4 — Compare Translations

5 translations compared side by side

Odia - 1840
"ମୁଁ ଓଫୀରୁ ପ୍ରସ୍ତୁତ ତିନି ହଜାର ତାଳନ୍ତ ଶୁଦ୍ଧ ସୁବର୍ଣ୍ଣ ଦଇେଅଛି। ମୁଁ ସାତ ହଜାର ତାଳନ୍ତ ଶୁଦ୍ଧ ରେ ୗପ୍ୟ ଦଇେଅଛି। ଏହି ରେ ୗପ୍ୟ ମନ୍ଦିରର ଅଟ୍ଟାଳିକାଗୁଡ଼ିକର କାନ୍ଥର ଆବରଣ ନିମନ୍ତେ ଉଦ୍ଦିଷ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅର୍ଥାତ୍, ଗୃହର କାନ୍ଥରେ ମଡ଼ାଇବା ପାଇଁ ଓଫୀର୍ର ସ୍ଵର୍ଣ୍ଣରୁ ତିନି ହଜାର ତାଳ; ସ୍ଵର୍ଣ୍ଣ ଓ ସାତ ହଜାର ତାଳ; ନିର୍ମଳ ରୂପାନ୍ତଣ ପ୍ର.ରା.୯:୨୮
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଓଫୀରୁ ପ୍ରସ୍ତୁତ ତିନି ହଜାର ତାଳନ୍ତ ଶୁଦ୍ଧ ସୁବର୍ଣ୍ଣ ଦେଇଅଛି। ମୁଁ ସାତ ହଜାର ତାଳନ୍ତ ଶୁଦ୍ଧ ରୌପ୍ୟ ଦେଇଅଛି। ଏହି ରୌପ୍ୟ ମନ୍ଦିରର ଅଟ୍ଟାଳିକାଗୁଡ଼ିକର କାନ୍ଥର ଆବରଣ ନିମନ୍ତେ ଉଦ୍ଧିଷ୍ଟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅର୍ଥାତ୍‍, ଗୃହର କାନ୍ଥରେ ମଡ଼ାଇବା ପାଇଁ ଓଫୀରର ସ୍ୱର୍ଣ୍ଣରୁ ତିନି ହଜାର ତାଳନ୍ତ ସ୍ୱର୍ଣ୍ଣ ଓ ସାତ ହଜାର ତାଳନ୍ତ ନିର୍ମଳ ରୂପା;
Odia IRV 2017 (ଓଡିଆ ବାଇବେଲ)
ଅର୍ଥାତ୍‍, ଗୃହର କାନ୍ଥରେ ମଡ଼ାଇବା ପାଇଁ ଓଫୀରର ସ୍ୱର୍ଣ୍ଣରୁ ତିନି ହଜାର ତାଳନ୍ତ ସ୍ୱର୍ଣ୍ଣ ଓ ସାତ ହଜାର ତାଳନ୍ତ ନିର୍ମଳ ରୂପା;