1 Chronicles 29:5 — Compare Translations

5 translations compared side by side

Odia - 1840
"ସୁବର୍ଣ୍ଣ ଓ ରେ ୗପ୍ୟ ନିର୍ମିତ ସକଳ ବସ୍ତୁ ନିମନ୍ତେ ମୁଁ ସୁବର୍ଣ୍ଣ ଓ ରେ ୗପ୍ୟ ଦଇେଅଛି। ଦକ୍ଷ କାରିଗରମାନେ ଯେପରି ମନ୍ଦିର ନିମନ୍ତେ ସବୁ ପ୍ରକାରର ବସ୍ତୁ ନିର୍ମାଣ କରିପାରନ୍ତି, ଏଥି ନିମନ୍ତେ ମୁଁ ସୁବର୍ଣ୍ଣ ଓ ରେ ୗପ୍ୟ ଦଇେଅଛି। ବର୍ତ୍ତମାନ, ଇଶ୍ରାୟେଲର ଲୋକମାନଙ୍କ ମଧ୍ଯରୁ ତୁମ୍ଭମାନେେ କେତଜେଣ ଆଜି ନିଜକୁ ସଦାପ୍ରଭୁଙ୍କ ନିମନ୍ତେ ଉତ୍ସର୍ଗ କରିବାକୁ ପ୍ରସ୍ତୁତ ଅଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସ୍ଵର୍ଣ୍ଣମୟ ଦ୍ରବ୍ୟ ନିମନ୍ତେ ସୁନା ଓ ରୌପ୍ୟମୟ ଦ୍ରବ୍ୟ ନିମନ୍ତେ ରୂପା ଓ ଶିଳ୍ପକାରମାନଙ୍କ ହସ୍ତରେ ଯାହା ଯାହା କରାଯିବ, ସେହିସବୁ ପ୍ରକାରର କାର୍ଯ୍ୟ ନିମନ୍ତେ ଦେଉଅଛି । ଅତଏବ, ଆଜି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାକୁ ପ୍ରତିଷ୍ଠା କରିବାକୁ କିଏ ସ୍ଵେଚ୍ଛାରେ ଉଦ୍ୟତ ଅଛି?
Odia Bible ERV 2004 (ପବିତ୍ର ବାଇବଲ)
ସୁବର୍ଣ୍ଣ ଓ ରୌପ୍ୟ ନିର୍ମିତ ସକଳ ବସ୍ତୁ ନିମନ୍ତେ ମୁଁ ସୁବର୍ଣ୍ଣ ଓ ରୌପ୍ୟ ଦେଇଅଛି। ଦକ୍ଷ କାରିଗରମାନେ ଯେପରି ମନ୍ଦିର ନିମନ୍ତେ ସବୁ ପ୍ରକାରର ବସ୍ତୁ ନିର୍ମାଣ କରି ପାରନ୍ତି, ଏଥିନିମନ୍ତେ ମୁଁ ସୁବର୍ଣ୍ଣ ଓ ରୌପ୍ୟ ଦେଇଅଛି। ବର୍ତ୍ତମାନ, ଇସ୍ରାଏଲର ଲୋକମାନଙ୍କ ମଧ୍ୟରୁ ତୁମ୍ଭେମାନେ କେତେଜଣ ଆଜି ନିଜକୁ ସଦାପ୍ରଭୁଙ୍କ ନିମନ୍ତେ ଉତ୍ସର୍ଗ କରିବାକୁ ପ୍ରସ୍ତୁତ ଅଛ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସ୍ୱର୍ଣ୍ଣମୟ ଦ୍ରବ୍ୟ ନିମନ୍ତେ ସୁନା ଓ ରୌପ୍ୟମୟ ଦ୍ରବ୍ୟ ନିମନ୍ତେ ରୂପା ଓ ଶିଳ୍ପକାରମାନଙ୍କ ହସ୍ତରେ ଯାହା ଯାହା କରାଯିବ, ସେହି ସବୁ ପ୍ରକାରର କାର୍ଯ୍ୟ ନିମନ୍ତେ ଦେଉଅଛି। ଅତଏବ, ଆଜି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାକୁ ପ୍ରତିଷ୍ଠା କରିବାକୁ କିଏ ସ୍ୱେଚ୍ଛାରେ ଉଦ୍ୟତ ଅଛି?”
Odia IRV 2017 (ଓଡିଆ ବାଇବେଲ)
ସ୍ୱର୍ଣ୍ଣମୟ ଦ୍ରବ୍ୟ ନିମନ୍ତେ ସୁନା ଓ ରୌପ୍ୟମୟ ଦ୍ରବ୍ୟ ନିମନ୍ତେ ରୂପା ଓ ଶିଳ୍ପକାରମାନଙ୍କ ହସ୍ତରେ ଯାହା ଯାହା କରାଯିବ, ସେହିସବୁ ପ୍ରକାରର କାର୍ଯ୍ୟ ନିମନ୍ତେ ଦେଉଅଛି। ଅତଏବ, ଆଜି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାକୁ ପ୍ରତିଷ୍ଠା କରିବାକୁ କିଏ ସ୍ୱେଚ୍ଛାରେ ଉଦ୍ୟତ ଅଛି?”