1 Chronicles 29:6 — Compare Translations
5 translations compared side by side
Odia - 1840
"ପରିବାରର ନେତାଗଣ, ଇଶ୍ରାୟେଲର ବିଭିନ୍ନ ଗୋଷ୍ଠୀର ନେତାଗଣ, ସନୋପତିଗଣ, ସନୋଧ୍ଯକ୍ଷଗଣ ଓ ରାଜାଙ୍କର କାର୍ୟ୍ଯନିର୍ବାହକଗଣ ସମସ୍ତେ ପ୍ରସ୍ତୁତ ଥିଲେ ଓ ସମାନଙ୍କେର ବହୁମୂଲ୍ଯ ବସ୍ତୁସବୁ ଦଇେ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ପିତୃବଂଶର ଅଧିପତିମାନେ ଓ ଇସ୍ରାଏଲୀୟ ଗୋଷ୍ଠୀସମୂହର ଅଧିପତିମାନେ, ଆଉ ସହସ୍ର ଓ ଶତପତିମାନେ, ପୁଣି ରାଜକାର୍ଯ୍ୟ-ଶାସକମାନେ ସ୍ଵେଚ୍ଛାରେ ଦାନ କଲେ;
Odia Bible ERV 2004 (ପବିତ୍ର ବାଇବଲ)
ପରିବାରର ନେତାଗଣ, ଇସ୍ରାଏଲର ବିଭିନ୍ନ ଗୋଷ୍ଠୀର ନେତାଗଣ, ସେନାପତିଗଣ, ସେନାଧ୍ୟକ୍ଷଗଣ ଓ ରାଜାଙ୍କର କାର୍ଯ୍ୟନିର୍ବାହକଗଣ ସମସ୍ତେ ପ୍ରସ୍ତୁତ ଥିଲେ ଓ ସେମାନଙ୍କର ବହୁମୂଲ୍ୟ ବସ୍ତୁସବୁ ଦେଇ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ପିତୃବଂଶର ଅଧିପତିମାନେ ଓ ଇସ୍ରାଏଲୀୟ ଗୋଷ୍ଠୀସମୂହର ଅଧିପତିମାନେ, ଆଉ ସହସ୍ର ଓ ଶତପତିମାନେ, ପୁଣି, ରାଜକାର୍ଯ୍ୟ-ଶାସକମାନେ ସ୍ୱେଚ୍ଛାରେ ଦାନ କଲେ;
Odia IRV 2017 (ଓଡିଆ ବାଇବେଲ)
ତେବେ ପିତୃବଂଶର ଅଧିପତିମାନେ ଓ ଇସ୍ରାଏଲୀୟ ଗୋଷ୍ଠୀ ସମୂହର ଅଧିପତିମାନେ, ଆଉ ସହସ୍ର ଓ ଶତପତିମାନେ, ପୁଣି, ରାଜକାର୍ଯ୍ୟ-ଶାସକମାନେ ସ୍ୱେଚ୍ଛାରେ ଦାନ କଲେ;