1 Chronicles 29:7 — Compare Translations
5 translations compared side by side
Odia - 1840
"ସମାନେେ ଏହି ସମସ୍ତ ବସ୍ତୁ ପରମେଶ୍ବରଙ୍କ ମନ୍ଦିର ନିମନ୍ତେ ଦେଲେ: ପାଞ୍ଚ ହଜାର ତାଳନ୍ତ ଓ ଦଶ ହଜାର ତାରିକ୍ ମୁଦ୍ରା ଓ ଦଶ ହଜାର ତାଳନ୍ତ ରୂପା ଓ ଅଠର ହଜାର ତାଳନ୍ତ ପିତ୍ତଳ ଓ ଏକ ଲକ୍ଷ ତାଳନ୍ତ ଲୁହା ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେମାନେ ପରମେଶ୍ଵରଙ୍କ ଗୃହର ସେବା ନିମନ୍ତେ ପାଞ୍ଚ ହଜାର ତାଳ; ସ୍ଵର୍ଣ୍ଣ ଓ ଦଶ ହଜାର ଡାରିକ୍ ମୁଦ୍ରା ଓ ଦଶ ହଜାର ତାଳ; ରୂପା ଓ ଅଠର ହଜାର ତାଳ; ପିତ୍ତଳ ଓ ଏକ ଲକ୍ଷ ତାଳ; ଲୁହା ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଏହି ସମସ୍ତ ବସ୍ତୁ ପରମେଶ୍ୱରଙ୍କ ମନ୍ଦିର ନିମନ୍ତେ ଦେଲେ: ପାଞ୍ଚ ହଜାର ତାଳନ୍ତ ଓ ଦଶ ହଜାର ଡାରିକ୍ ମୁଦ୍ରା ଓ ଦଶ ହଜାର ତାଳନ୍ତ ରୂପା ଓ ଅଠର ହଜାର ତାଳନ୍ତ ପିତ୍ତଳ ଓ ଏକ ଲକ୍ଷ ତାଳନ୍ତ ଲୁହା ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେମାନେ ପରମେଶ୍ୱରଙ୍କ ଗୃହର ସେବା ନିମନ୍ତେ ପାଞ୍ଚ ହଜାର ତାଳନ୍ତ ସ୍ୱର୍ଣ୍ଣ, ଦଶ ହଜାର ଡାରିକ୍ ମୁଦ୍ରା, ଦଶ ହଜାର ତାଳନ୍ତ ରୂପା, ଅଠର ହଜାର ତାଳନ୍ତ ପିତ୍ତଳ ଓ ଏକ ଲକ୍ଷ ତାଳନ୍ତ ଲୁହା ଦେଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେମାନେ ପରମେଶ୍ୱରଙ୍କ ଗୃହର ସେବା ନିମନ୍ତେ ପାଞ୍ଚ ହଜାର ତାଳନ୍ତ ସ୍ୱର୍ଣ୍ଣ, ଦଶ ହଜାର ଡାରିକ୍ ମୁଦ୍ରା, ଦଶ ହଜାର ତାଳନ୍ତ ରୂପା, ଅଠର ହଜାର ତାଳନ୍ତ ପିତ୍ତଳ ଓ ଏକ ଲକ୍ଷ ତାଳନ୍ତ ଲୁହା ଦେଲେ।