1 Chronicles 29:8 — Compare Translations

5 translations compared side by side

Odia - 1840
"ଯେଉଁ ଲୋକମାନଙ୍କ ନିକଟରେ ବହୁମୂଲ୍ଯ ପ୍ରସ୍ତରମାନ ଥିଲା, ସମାନେେ ତାହା ସଦାପ୍ରଭୁଙ୍କ ମନ୍ଦିର ନିମନ୍ତେ ଦେଲେ। ୟିହୀଯଲେ ସହେି ବହୁମୂଲ୍ଯ ପ୍ରସ୍ତରଗୁଡ଼ିକର ଯତ୍ନ ନେଲେ। ୟିହୀଯଲେ ଗେର୍ଶୋନ୍ ପରିବାରରୁ ଆସିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯେଉଁମାନଙ୍କ ନିକଟରେ ବହୁମୂଲ୍ୟ ପ୍ରସ୍ତରାଦି ମିଳିଲା, ସେମାନେ ଗେର୍ଶୋନୀୟ ଯିହୀୟେଲର ହସ୍ତାଧୀନ ସଦାପ୍ରଭୁଙ୍କ ଭଣ୍ତାର-ଗୃହରେ ତାହାସବୁ ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକମାନଙ୍କ ନିକଟରେ ବହୁମୂଲ୍ୟ ପ୍ରସ୍ତରମାନ ଥିଲା, ସେମାନେ ତାହା ସଦାପ୍ରଭୁଙ୍କ ମନ୍ଦିର ନିମନ୍ତେ ଦେଲେ। ଯିହୀୟେଲ ସେହି ବହୁମୂଲ୍ୟ ପ୍ରସ୍ତରଗୁଡ଼ିକର ଯତ୍ନ ନେଲେ। ଯିହୀୟେଲ ଗେର୍ଶୋନ୍ ପରିବାରରୁ ଆସିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେଉଁମାନଙ୍କ ନିକଟରେ ବହୁମୂଲ୍ୟ ପ୍ରସ୍ତରାଦି ମିଳିଲା, ସେମାନେ ଗେର୍ଶୋନୀୟ ଯିହୀୟେଲର ହସ୍ତାଧୀନ ସଦାପ୍ରଭୁଙ୍କ ଭଣ୍ଡାର ଗୃହରେ ତାହାସବୁ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେଉଁମାନଙ୍କ ନିକଟରେ ବହୁମୂଲ୍ୟ ପ୍ରସ୍ତରାଦି ମିଳିଲା, ସେମାନେ ଗେର୍ଶୋନୀୟ ଯିହୀୟେଲର ହସ୍ତାଧୀନ ସଦାପ୍ରଭୁଙ୍କ ଭଣ୍ଡାର-ଗୃହରେ ତାହାସବୁ ଦେଲେ।