1 Chronicles 29:9 — Compare Translations

5 translations compared side by side

Odia - 1840
"ନେତାଗଣ ଆନନ୍ଦ ମଧିଅରେ ଏତେ ପରିମାଣର ଦାନ ଦେଉଥିବାରୁ ଲୋକମାନେ ମଧ୍ଯ ଅତ୍ଯନ୍ତ ଆନନ୍ଦିତ ଥିଲେ। ନେତାଗଣ ଉତ୍ତମ ହୃଦଯ ରେ ମୁକ୍ତ ଭାବରେ ଦାନ କରୁଥିଲେ। ରାଜା ଦାଉଦ ମଧ୍ଯ ଅତ୍ଯନ୍ତ ଆନନ୍ଦିତ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଲୋକମାନେ ସ୍ଵେଚ୍ଛାପୂର୍ବକ ଦାନ କରିବାରୁ ଆନନ୍ଦ କଲେ, କାରଣ ସେମାନେ ସିଦ୍ଧଚିତ୍ତରେ ସ୍ଵେଚ୍ଛାପୂର୍ବକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାନ କଲେ; ପୁଣି ଦାଉଦ ରାଜା ମଧ୍ୟ ମହାନନ୍ଦରେ ଆନନ୍ଦ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ନେତାଗଣ ଆନନ୍ଦ ମଧ୍ୟରେ ଏତେ ପରିମାଣର ଦାନ ଦେଉଥିବାରୁ ଲୋକମାନେ ମଧ୍ୟ ଅତ୍ୟନ୍ତ ଆନନ୍ଦିତ ଥିଲେ। ନେତାଗଣ ଉତ୍ତମ ହୃଦୟରେ ମୁକ୍ତ ଭାବରେ ଦାନ କରୁଥିଲେ। ରାଜା ଦାଉଦ ମଧ୍ୟ ଅତ୍ୟନ୍ତ ଆନନ୍ଦିତ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଲୋକମାନେ ସ୍ୱେଚ୍ଛାପୂର୍ବକ ଦାନ କରିବାରୁ ଆନନ୍ଦ କଲେ, କାରଣ, ସେମାନେ ସିଦ୍ଧଚିତ୍ତରେ ସ୍ୱେଚ୍ଛାପୂର୍ବକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାନ କଲେ; ପୁଣି, ଦାଉଦ ରାଜା ମଧ୍ୟ ମହାନନ୍ଦରେ ଆନନ୍ଦ କଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଲୋକମାନେ ସ୍ୱେଚ୍ଛାପୂର୍ବକ ଦାନ କରିବାରୁ ଆନନ୍ଦ କଲେ, କାରଣ, ସେମାନେ ସିଦ୍ଧଚିତ୍ତରେ ସ୍ୱେଚ୍ଛାପୂର୍ବକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାନ କଲେ; ପୁଣି, ଦାଉଦ ରାଜା ମଧ୍ୟ ମହାନନ୍ଦରେ ଆନନ୍ଦ କଲେ।