1 Chronicles 3:1 — Compare Translations
5 translations compared side by side
Odia - 1840
"ଦାଉଦଙ୍କର କେତାଟେି ପୁତ୍ର ହିବ୍ରୋଣ ସହର ରେ ଜନ୍ମ ହାଇେଥିଲେ। ଦାଉଦଙ୍କ ପୁତ୍ରମାନଙ୍କର ତାଲିକା ଏହି ପ୍ରକାର ରେ ଥିଲା:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦାଉଦଙ୍କର ଏହି ପୁତ୍ରମାନେ ହିବ୍ରୋଣରେ ଜାତ ହୋଇଥିଲେ; ଜ୍ୟେଷ୍ଠ ପୁତ୍ର ଅମ୍ନୋନ୍, ସେ ଯିଷ୍ରିୟେଲୀୟା ଅହୀନୋୟମଠାରୁ ଜାତ; ଦ୍ଵିତୀୟ ଦାନିୟେଲ, ସେ କର୍ମିଲୀୟା ଅବୀଗଲଠାରୁ ଜାତ;
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦଙ୍କର ପୁତ୍ରଗଣ ଦାଉଦଙ୍କର କେତୋଟି ପୁତ୍ର ହିବ୍ରୋଣ ସହରରେ ଜନ୍ମ ହୋଇଥିଲେ। ଦାଉଦଙ୍କ ପୁତ୍ରମାନଙ୍କର ତାଲିକା ଏହି ପ୍ରକାରରେ ଥିଲା: ଦାଉଦଙ୍କର ପ୍ରଥମଜାତ ପୁତ୍ର ଥିଲେ ଅମ୍ନୋନ୍। ଅମ୍ନୋନଙ୍କର ମାତା ଥିଲେ ଅହୀନୋୟମ। ସେ ଯିଷ୍ରିୟେଲୀୟ ସହରରୁ ଆସିଥିଲେ। ଦ୍ୱିତୀୟ ପୁତ୍ର ଥିଲେ ଦାନିୟେଲ। ତାଙ୍କର ମାତା ଅବୀଗଲ କାର୍ମିଲିୟାରୁ ଆସିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦାଉଦଙ୍କର ଏହି ପୁତ୍ରମାନେ ହିବ୍ରୋଣରେ ଜାତ ହୋଇଥିଲେ; ଜ୍ୟେଷ୍ଠ ପୁତ୍ର ଅମ୍ନୋନ, ସେ ଯିଷ୍ରିୟେଲୀୟା ଅହୀନୋୟମ୍ଠାରୁ ଜାତ; ଦ୍ୱିତୀୟ ଦାନିୟେଲ, ସେ କର୍ମିଲୀୟା ଅବୀଗଲଠାରୁ ଜାତ;
Odia IRV 2017 (ଓଡିଆ ବାଇବେଲ)
ଦାଉଦଙ୍କର ଏହି ପୁତ୍ରମାନେ ହିବ୍ରୋଣରେ ଜାତ ହୋଇଥିଲେ; ଜ୍ୟେଷ୍ଠ ପୁତ୍ର ଅମ୍ନୋନ, ସେ ଯିଷ୍ରିୟେଲୀୟା ଅହୀନୋୟମଠାରୁ ଜାତ; ଦ୍ୱିତୀୟ ଦାନିୟେଲ, ସେ କର୍ମିଲୀୟା ଅବୀଗଲଠାରୁ ଜାତ;