1 Chronicles 3:10 — Compare Translations

5 translations compared side by side

Odia - 1840
"ଶଲୋମନଙ୍କର ପୁତ୍ର ଥିଲେ ରିହବିଯାମ୍ ଓ ରିହବିଯାମ୍ଙ୍କର ପୁତ୍ର ଥିଲେ ଅବିଯ। ଅବିଯଙ୍କର ପୁତ୍ର ଥିଲେ ଆସା। ଆସାଙ୍କର ପୁତ୍ର ଥିଲେ ଯିହାଶାଫେଟ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଶଲୋମନଙ୍କର ପୁତ୍ର ରିହବୀୟାମ୍, ତାଙ୍କର ପୁତ୍ର ଅବୀୟ, ତାହାର ପୁତ୍ର ଆସା, ତାହାର ପୁତ୍ର ଯିହୋଶାଫଟ;
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦଙ୍କ ରାଜତ୍ୱ ପରେ ଯିହୁଦାର ରାଜାଗଣ ଶଲୋମନଙ୍କର ପୁତ୍ର ଥିଲେ ରିହବିୟାମ୍ ଓ ରିହବିୟାମଙ୍କର ପୁତ୍ର ଥିଲେ ଅବିୟ। ଅବିୟଙ୍କର ପୁତ୍ର ଥିଲେ ଆସା। ଆସାଙ୍କର ପୁତ୍ର ଥିଲେ ଯିହୋଶାଫଟ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଶଲୋମନଙ୍କର ପୁତ୍ର ରିହବୀୟାମ, ତାଙ୍କର ପୁତ୍ର ଅବୀୟ, ତାହାର ପୁତ୍ର ଆସା, ତାହାର ପୁତ୍ର ଯିହୋଶାଫଟ୍‍;
Odia IRV 2017 (ଓଡିଆ ବାଇବେଲ)
ପୁଣି, ଶଲୋମନଙ୍କର ପୁତ୍ର ରିହବୀୟାମ, ତାଙ୍କର ପୁତ୍ର ଅବୀୟ, ତାହାର ପୁତ୍ର ଆସା, ତାହାର ପୁତ୍ର ଯିହୋଶାଫଟ୍‍;