1 Chronicles 3:15 — Compare Translations
5 translations compared side by side
Odia - 1840
"ଯୋଶିୟଯଙ୍କ ପୁତ୍ରମାନଙ୍କର ତାଲିକା ଏହି: ପ୍ରଥମ ପୁତ୍ର ୟୋହାନନ୍, ଦ୍ବିତୀୟ ପୁତ୍ର, ଯିହାୟୋଦାରକୀମ୍, ତୃତୀୟ ପୁତ୍ର ସିଦିକିଯ, ଚତୁର୍ଥ ପୁତ୍ର ଶଲ୍ଲୁମ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୋଶୀୟର ପୁତ୍ରଗଣ, ଯଥା, ପ୍ରଥମଜାତ ଯୋହାନନ୍, ଦ୍ଵିତୀୟ ଯିହୋୟାକୀମ୍, ତୃତୀୟ ସିଦିକୀୟ, ଚତୁର୍ଥ ଶଲ୍ଲୁମ୍ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଶିୟଙ୍କ ପୁତ୍ରମାନଙ୍କର ତାଲିକା ଏହି: ପ୍ରଥମ ପୁତ୍ର ଯୋହାନନ୍, ଦ୍ୱିତୀୟ ପୁତ୍ର, ଯିହୋୟାକୀମ୍, ତୃତୀୟ ପୁତ୍ର ସିଦିକିୟ, ଚତୁର୍ଥ ପୁତ୍ର ଶଲ୍ଲୁମ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୋଶୀୟର ପୁତ୍ରଗଣ, ଯଥା, ପ୍ରଥମଜାତ ଯୋହାନନ୍, ଦ୍ୱିତୀୟ ଯିହୋୟାକୀମ୍, ତୃତୀୟ ସିଦିକୀୟ, ଚତୁର୍ଥ ଶଲ୍ଲୁମ୍।
Odia IRV 2017 (ଓଡିଆ ବାଇବେଲ)
ଯୋଶୀୟର ପୁତ୍ରଗଣ, ଯଥା, ପ୍ରଥମଜାତ ଯୋହାନନ୍, ଦ୍ୱିତୀୟ ଯିହୋୟାକୀମ୍, ତୃତୀୟ ସିଦିକୀୟ, ଚତୁର୍ଥ ଶଲ୍ଲୁମ୍।