1 Chronicles 3:16 — Compare Translations

5 translations compared side by side

Odia - 1840
"ଯିହାୟୋଦାରକୀମଙ୍କ ପୁତ୍ର ଥିଲେ ଯିହାୟୋଦାରଚୀନ୍, ତାଙ୍କର ପୁତ୍ର ଥିଲେ ସିଦିକିଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯିହୋୟାକୀମ୍ର ସନ୍ତାନଗଣନ୍ତତାହାର ପୁତ୍ର ଯିକନୀୟ, ତାହାର ପୁତ୍ର ସିଦିକୀୟ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋୟାକୀ‌ମଙ୍କ ପୁତ୍ର ଥିଲେ ଯିହୋୟାଖୀନ୍, ତାଙ୍କର ପୁତ୍ର ଥିଲେ ସିଦିକିୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯିହୋୟାକୀମ୍‍ର ସନ୍ତାନଗଣ; ତାହାର ପୁତ୍ର ଯିକନୀୟ, ତାହାର ପୁତ୍ର ସିଦିକୀୟ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯିହୋୟାକୀମ୍‍ର ସନ୍ତାନଗଣ; ତାହାର ପୁତ୍ର ଯିକନୀୟ, ତାହାର ପୁତ୍ର ସିଦିକୀୟ।