1 Chronicles 3:19 — Compare Translations

5 translations compared side by side

Odia - 1840
"ପଦାଯଙ୍କର ପୁତ୍ରମାନେ ଥିଲେ ସରୁଦ୍ଦାବଲେ ଓ ଶିମିଯି। ସରୁବ୍ବାବିଲଙ୍କର ପୁତ୍ରମାନେ ଥିଲେ ମଶୂଲ୍ଲମ ଓ ହନାନିଯ। ଶ ଲୋମୀତ ସମାନଙ୍କେର ଭଉଣୀ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପଦାୟର ପୁତ୍ର ସରୁବ୍ବାବିଲ୍ ଓ ଶିମୀୟି; ପୁଣି ସରୁବ୍ବାବିଲର ସନ୍ତାନ ମଶୁଲ୍ଲମ୍ ଓ ହନାନୀୟ ଓ ଶଲୋମୀତ୍ ସେମାନଙ୍କର ଭଗିନୀ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ପଦାୟଙ୍କର ପୁତ୍ରମାନେ ଥିଲେ ସରୁବ୍ବାବିଲ ଓ ଶିମିୟି। ସରୁବ୍ବାବିଲଙ୍କର ପୁତ୍ରମାନେ ଥିଲେ ମଶୂଲ୍ଲମ ଓ ହନାନିୟ। ଶଲୋମୀତ ସେମାନଙ୍କର ଭଉଣୀ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପଦାୟର ପୁତ୍ର ଯିରୁବ୍ବାବିଲ୍‍ ଓ ଶିମୀୟି; ପୁଣି, ସରୁ ଯିରୁବ୍ବାବିଲ୍‍ର ସନ୍ତାନ ମଶୁଲ୍ଲମ୍‍ ଓ ହନାନୀୟ ଓ ଶଲୋମୀତ୍‍ ସେମାନଙ୍କର ଭଗିନୀ ଥିଲା।
Odia IRV 2017 (ଓଡିଆ ବାଇବେଲ)
ପଦାୟର ପୁତ୍ର ଯିରୁବ୍ବାବିଲ୍‍ ଓ ଶିମୀୟି; ପୁଣି, ସରୁ ଯିରୁବ୍ବାବିଲ୍‍ର ସନ୍ତାନ ମଶୁଲ୍ଲମ୍‍ ଓ ହନାନୀୟ ଓ ଶଲୋମୀତ୍‍ ସେମାନଙ୍କର ଭଗିନୀ ଥିଲା।