1 Chronicles 3:2 — Compare Translations

5 translations compared side by side

Odia - 1840
"ତୃତୀୟ ପୁତ୍ର ଥିଲେ ଅବଶା ଲୋମ୍। ତାଙ୍କର ମାତା ମାଖା ତଲମଯଙ୍କର ଝିଅ ଥିଲେ। ଏହି ତଲ୍ମଗଯ ଗଶୂରର ରାଜା ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୃତୀୟ ଅବଶାଲୋମ୍, ସେ ଗଶୂରର ରାଜା ତଲ୍ମୟର କନ୍ୟା ମାଖାର ପୁତ୍ର; ଚତୁର୍ଥ ଅଦୋନୀୟ, ସେ ହଗୀତର ପୁତ୍ର;
Odia Bible ERV 2004 (ପବିତ୍ର ବାଇବଲ)
ତୃତୀୟ ପୁତ୍ର ଥିଲେ ଅବଶାଲୋମ୍। ତାଙ୍କର ମାତା ମାଖା ତ‌ଲ୍‌ମୟଙ୍କର ଝିଅ ଥିଲେ। ଏହି ତ‌ଲ୍‌ମୟ ଗଶୂରର ରାଜା ଥିଲେ। ଚତୁର୍ଥ ପୁତ୍ର ଥିଲେ ଅଦୋନୀୟ। ତାଙ୍କର ମାତା ଥିଲେ ହଗୀତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୃତୀୟ ଅବଶାଲୋମ, ସେ ଗଶୂରର ରାଜା ତଲ୍ମୟର କନ୍ୟା ମାଖାର ପୁତ୍ର; ଚତୁର୍ଥ ଅଦୋନୀୟ, ସେ ହଗୀତର ପୁତ୍ର;
Odia IRV 2017 (ଓଡିଆ ବାଇବେଲ)
ତୃତୀୟ ଅବଶାଲୋମ, ସେ ଗଶୂରର ରାଜା ତଲ୍ମୟର କନ୍ୟା ମାଖାର ପୁତ୍ର; ଚତୁର୍ଥ ଅଦୋନୀୟ, ସେ ହଗୀତର ପୁତ୍ର;