1 Chronicles 3:20 — Compare Translations
5 translations compared side by side
Odia - 1840
"ସରୁବ୍ବାବିଲଙ୍କର ଆହୁରି ପାଞ୍ଚ ପୁତ୍ର ଥିଲେ। ସମାନଙ୍କେର ନାମ ଥିଲା ହଶୂବା, ଓ ହେଲ, ବରେିଖିଯ, ହସଦିଯ ଓ ୟୁଶବ ହଷେଦ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ହଶୂବା ଓ ଓହେଲ୍ ଓ ବେରିଖୀୟ ଓ ହସଦୀୟ ଓ ଯୁଶବ-ହେଷଦ୍, ଏହି ପାଞ୍ଚ ଜଣ ।
Odia Bible ERV 2004 (ପବିତ୍ର ବାଇବଲ)
ସରୁବ୍ବାବିଲଙ୍କର ଆହୁରି ପାଞ୍ଚ ପୁତ୍ର ଥିଲେ। ସେମାନଙ୍କର ନାମ ଥିଲା ହଶୂବା, ଓହେଲ, ବେରିଖିୟ, ହସଦିୟ ଓ ଯୁଶବ ହେଷଦ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ହଶୂବା, ଓହେଲ୍, ବେରିଖୀୟ, ହସଦୀୟ ଓ ଯୁଶବ-ହେଷଦ୍, ଏହି ପାଞ୍ଚ ଜଣ।
Odia IRV 2017 (ଓଡିଆ ବାଇବେଲ)
ଆଉ ହଶୂବା, ଓହେଲ୍, ବେରିଖୀୟ, ହସଦୀୟ ଓ ଯୁଶବ-ହେଷଦ୍, ଏହି ପାଞ୍ଚ ଜଣ।