1 Chronicles 3:21 — Compare Translations

5 translations compared side by side

Odia - 1840
"ହନାନିଯଙ୍କର ପୁତ୍ରମାନେ ଥିଲେ ପ୍ଲଟିଯ ଓ ତାଙ୍କର ପୁତ୍ର ଥିଲେ ୟିଶାଯାହ। ତାଙ୍କର ପୁତ୍ର ଥିଲେ: ରଫାଯର ଓ ତାଙ୍କର ପୁତ୍ର ଥିଲେ ଅର୍ଣ୍ଣନର ଓ ତାଙ୍କର ପୁତ୍ର ଥିଲେ ଓବଦିଯର ଓ ତାଙ୍କର ପୁତ୍ର ଥିଲେ ଶଖନିଯର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ହନାନୀୟର ସନ୍ତାନ ପ୍ଲଟୀୟ ଓ ଯିଶାୟାହ; ରଫାୟର ପୁତ୍ରଗଣ, ଅର୍ଣ୍ଣନର ପୁତ୍ରଗଣ, ଓବଦୀୟର ପୁତ୍ରଗଣ, ଶଖନୀୟର ପୁତ୍ରଗଣ ।
Odia Bible ERV 2004 (ପବିତ୍ର ବାଇବଲ)
ହନାନିୟଙ୍କର ପୁତ୍ରମାନେ ଥିଲେ ପ୍ଲଟିୟ ଓ ତାଙ୍କର ପୁତ୍ର ଥିଲେ ଯିଶାୟାହ। ତାଙ୍କର ପୁତ୍ର ଥିଲେ: ରଫାୟର ଓ ତାଙ୍କର ପୁତ୍ର ଥିଲେ ଅର୍ଣ୍ଣନ ଓ ତାଙ୍କର ପୁତ୍ର ଥିଲେ ଓବଦିୟର ଓ ତାଙ୍କର ପୁତ୍ର ଥିଲେ ଶଖନିୟର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ହନାନୀୟର ସନ୍ତାନ ପ୍ଲଟୀୟ ଓ ଯିଶାୟାହ; ରଫାୟର ପୁତ୍ରଗଣ, ଅର୍ଣ୍ଣନର ପୁତ୍ରଗଣ, ଓବଦୀୟର ପୁତ୍ରଗଣ, ଶଖନୀୟର ପୁତ୍ରଗଣ।
Odia IRV 2017 (ଓଡିଆ ବାଇବେଲ)
ଆଉ ହନାନୀୟର ସନ୍ତାନ ପ୍ଲଟୀୟ ଓ ଯିଶାୟାହ; ରଫାୟର ପୁତ୍ରଗଣ, ଅର୍ଣ୍ଣନର ପୁତ୍ରଗଣ, ଓବଦୀୟର ପୁତ୍ରଗଣ, ଶଖନୀୟର ପୁତ୍ରଗଣ।