1 Chronicles 3:23 — Compare Translations

5 translations compared side by side

Odia - 1840
"ନିଯରିଯଙ୍କର ତିନି ପୁତ୍ର ଥିଲେ, ସମାନେେ ହେଲେ ଇଲୀଯୋ-ଐନଯ, ହିଜକିଯ ଅସ୍ରୀକାମ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନିୟରୀୟର ସନ୍ତାନ ଇଲୀୟୋ-ଐନୟ ଓ ହିଜକୀୟ ଓ ଅସ୍ରୀକାମ, ଏହି ତିନି ଜଣ ।
Odia Bible ERV 2004 (ପବିତ୍ର ବାଇବଲ)
ନିୟରିୟଙ୍କର ତିନି ପୁତ୍ର ଥିଲେ, ସେମାନେ ହେଲେ ଇଲୀୟୋ-ଐନୟ, ହିଜକିୟ ଓ ଅସ୍ରୀକାମ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନିୟରୀୟର ସନ୍ତାନ ଇଲୀୟୋଐନୟ, ହିଜକୀୟ ଓ ଅସ୍ରୀକାମ, ଏହି ତିନି ଜଣ।
Odia IRV 2017 (ଓଡିଆ ବାଇବେଲ)
ନିୟରୀୟର ସନ୍ତାନ ଇଲୀୟୋଐନୟ, ହିଜକୀୟ ଓ ଅସ୍ରୀକାମ, ଏହି ତିନି ଜଣ।