1 Chronicles 3:24 — Compare Translations

5 translations compared side by side

Odia - 1840
"ଇଲୀଯୋ-ଐନଯଙ୍କର ସାତ ପୁତ୍ର ଥିଲେ। ସମାନେେ ହେଲେ ହୋଦବିଯ, ଇଲୀଯାଶୀବ, ପ୍ଲାଯ, ଅକ୍ଲବ୍, ୟୋହାନନ୍, ଦଳୀଯ ଓ ଅନାନି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଇଲୀୟୋ-ଐନୟର ପୁତ୍ର ହୋଦବୀୟ ଓ ଇଲୀୟାଶୀବ ଓ ପ୍ଲାୟ ଓ ଅକ୍କବ ଓ ଯୋହାନନ୍ ଓ ଦଳାୟ ଓ ଅନାନି, ଏହି ସାତ ଜଣ ।
Odia Bible ERV 2004 (ପବିତ୍ର ବାଇବଲ)
ଇଲୀୟୋ-ଐନୟଙ୍କର ସାତ ପୁତ୍ର ଥିଲେ। ସେମାନେ ହେଲେ ହୋଦବିୟ, ଇଲୀୟାଶୀବ, ପ୍ଲାୟ, ଅ‌କ୍‌କବ୍, ଯୋହାନନ୍, ଦଳାୟ ଓ ଅନାନି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଇଲୀୟୋଐନୟର ପୁତ୍ର ହୋଦବୀୟ, ଇଲୀୟାଶୀବ, ପ୍ଲାୟ, ଅକ୍କୂବ, ଯୋହାନନ୍‍, ଦଲୟିୟ ଓ ଅନାନି, ଏହି ସାତ ଜଣ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଇଲୀୟୋଐନୟର ପୁତ୍ର ହୋଦବୀୟ, ଇଲୀୟାଶୀବ, ପ୍ଲାୟ, ଅକ୍‍କୂବ, ଯୋହାନନ୍‍, ଦଲୟିୟ ଓ ଅନାନି, ଏହି ସାତ ଜଣ।