1 Chronicles 3:4 — Compare Translations

5 translations compared side by side

Odia - 1840
"ଦାଉଦ ହିବ୍ରୋଣ ରେ ଥିବା ସମୟରେ ଏହି ଛଅ ପୁତ୍ର ଜନ୍ମ ହାଇେଥିଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହିବ୍ରୋଣରେ ଦାଉଦଙ୍କର ଛଅ ପୁତ୍ର ଜାତ ହେଲେ ଓ ସେଠାରେ ସେ ସାତ ବର୍ଷ ଛଅ ମାସ ରାଜ୍ୟ କଲେ; ପୁଣି ସେ ଯିରୂଶାଲମରେ ତେତିଶ ବର୍ଷ ରାଜ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ହିବ୍ରୋଣରେ ଥିବା ସମୟରେ ଏହି ଛଅ ପୁତ୍ର ଜନ୍ମ ହୋଇଥିଲେ। ଦାଉଦ ସେଠାରେ ସାତ ବର୍ଷ ଓ ଛଅମାସ ରାଜତ୍ୱ କଲେ ଏବଂ ତା’ପରେ ସେ ତେତିଶ ବର୍ଷ ଯିରୁଶାଲମରେ ରାଜତ୍ୱ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହିବ୍ରୋଣରେ ଦାଉଦଙ୍କର ଛଅ ପୁତ୍ର ଜାତ ହେଲେ ଓ ସେଠାରେ ସେ ସାତ ବର୍ଷ ଛଅ ମାସ ରାଜ୍ୟ କଲେ; ପୁଣି, ସେ ଯିରୂଶାଲମରେ ତେତିଶ ବର୍ଷ ରାଜ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ହିବ୍ରୋଣରେ ଦାଉଦଙ୍କର ଛଅ ପୁତ୍ର ଜାତ ହେଲେ ଓ ସେଠାରେ ସେ ସାତ ବର୍ଷ ଛଅ ମାସ ରାଜ୍ୟ କଲେ; ପୁଣି, ସେ ଯିରୂଶାଲମରେ ତେତିଶ ବର୍ଷ ରାଜ୍ୟ କଲେ।