1 Chronicles 3:5 — Compare Translations
5 translations compared side by side
Odia - 1840
"ୟିରୁଶାଲମ ରେ ଦାଉଦଙ୍କର ଏହି ପୁତ୍ରମାନେ ଜନ୍ମ ହାଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିରୂଶାଲମରେ ତାଙ୍କର ଏହି ପୁତ୍ରମାନେ ଜାତ ହୋଇଥିଲେ, ଯଥା, ଶିମୀୟ ଓ ଶୋବବ୍ ଓ ନାଥନ୍ ଓ ଶଲୋମନ, ଏହି ଚାରି ଜଣ ଅମ୍ମୀୟେଲର କନ୍ୟା ବତ୍ଶୂୟାଠାରୁ ଜାତ;
Odia Bible ERV 2004 (ପବିତ୍ର ବାଇବଲ)
ଯିରୁଶାଲମରେ ଦାଉଦଙ୍କର ଏହି ପୁତ୍ରମାନେ ଜନ୍ମ ହୋଇଥିଲେ। ବତ୍ଶୂୟାଙ୍କଠାରୁ ଗ୍ଭରି ସନ୍ତାନ ଜନ୍ମ ହୋଇଥିଲେ। ବତ୍ଶୂୟା ଅମ୍ମୀୟେଲଙ୍କ ଝିଅ ଥିଲେ। ଶିମିୟ, ଶୋବବ୍, ନାଥନ ଓ ଶଲୋମନ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିରୂଶାଲମରେ ତାଙ୍କର ଏହି ପୁତ୍ରମାନେ ଜାତ ହୋଇଥିଲେ, ଯଥା, ଶିମୀୟ, ଶୋବବ୍, ନାଥନ ଓ ଶଲୋମନ, ଏହି ଚାରି ଜଣ ଅମ୍ମୀୟେଲର କନ୍ୟା ବତ୍ଶୂୟାଠାରୁ ଜାତ;
Odia IRV 2017 (ଓଡିଆ ବାଇବେଲ)
ଯିରୂଶାଲମରେ ତାଙ୍କର ଏହି ପୁତ୍ରମାନେ ଜାତ ହୋଇଥିଲେ, ଯଥା, ଶିମୀୟ, ଶୋବବ୍, ନାଥନ ଓ ଶଲୋମନ, ଏହି ଚାରି ଜଣ ଅମ୍ମୀୟେଲର କନ୍ୟା ବତ୍ଶୂୟାଠାରୁ ଜାତ;