1 Chronicles 3:6 — Compare Translations
5 translations compared side by side
Odia - 1840
"ଅନ୍ୟ ନଅ ଜଣ ପୁତ୍ର ହେଲେ:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ଯିଭର ଓ ଇଲୀଶାମା ଓ ଇଲୀଫେଲଟ୍;
Odia Bible ERV 2004 (ପବିତ୍ର ବାଇବଲ)
ଅନ୍ୟ ନଅ ଜଣ ପୁତ୍ର ହେଲେ: ଯିଭର, ଇଲୀଶାମା, ଇଲୀଫେଲଟ୍, ନୋଗହ, ନେଫଗ୍, ଯାଫୀୟ, ଇଲୀୟାଦା, ଇଲୀଶାମା ଓ ଇଲୀଫେଲଟ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ୟିଭର ଓ ଇଲୀଶାମା ଓ ଇଲୀଫେଲଟ୍;
Odia IRV 2017 (ଓଡିଆ ବାଇବେଲ)
ଆହୁରି ୟିଭର ଓ ଇଲୀଶାମା ଓ ଇଲୀଫେଲଟ୍;