1 Chronicles 3:9 — Compare Translations

5 translations compared side by side

Odia - 1840
"ଏମାନେ ସମସ୍ତେ ଦାଉଦଙ୍କ ପୁତ୍ରଗଣ ଥିଲେ। ଏହାଛଡ଼ା ତାଙ୍କର ଉପପତ୍ନୀମାନଙ୍କର ମଧ୍ଯ ପୁତ୍ରଗଣ ଥିଲେ। ତାମର ସମାନଙ୍କେର ଭଉଣୀ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏସମସ୍ତେ ଦାଉଦଙ୍କର ପୁତ୍ର; ଏମାନେ ଉପପନିୀଗଣର ସନ୍ତାନମାନଙ୍କଠାରୁ ଭିନ୍ନ; ଆଉ ତାମର ଏମାନଙ୍କର ଭଗିନୀ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏମାନେ ସମସ୍ତେ ଦାଉଦଙ୍କ ପୁତ୍ରଗଣ ଥିଲେ। ଏହାଛଡ଼ା ତାଙ୍କର ଉପପତ୍ନୀମାନଙ୍କର ମଧ୍ୟ ପୁତ୍ରଗଣ ଥିଲେ। ତାମର ସେମାନଙ୍କର ଭଉଣୀ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏସମସ୍ତେ ଦାଉଦଙ୍କର ପୁତ୍ର; ଏମାନେ ଉପପତ୍ନୀଗଣର ସନ୍ତାନମାନଙ୍କଠାରୁ ଭିନ୍ନ; ଆଉ ତାମର ଏମାନଙ୍କର ଭଗିନୀ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଏସମସ୍ତେ ଦାଉଦଙ୍କର ପୁତ୍ର; ଏମାନେ ଉପପତ୍ନୀଗଣର ସନ୍ତାନମାନଙ୍କଠାରୁ ଭିନ୍ନ; ଆଉ ତାମର ଏମାନଙ୍କର ଭଗିନୀ ଥିଲା।