1 Chronicles 4:10 — Compare Translations
5 translations compared side by side
Odia - 1840
"ୟାବେଷ୍ ଇଶ୍ରାୟେଲର ପରମେଶ୍ବରଙ୍କ ନିକଟରେ ପ୍ରାର୍ଥନା କରି କହିଲେ, ମୁଁ ପ୍ରାର୍ଥନା କରୁଅଛି ତୁମ୍ଭେ ମାେତେ ଆଶୀର୍ବାଦ କର। ମୁଁ ଇଚ୍ଛା କରେ ଯେ, ତୁମ୍ଭେ ମାେତେ ଅଧିକ ଦେଶ ରାଜତ୍ବ କରିବାକୁ ଦିଅ। ତୁମ୍ଭେ ମାରେ ପାଶେ ପାଶେ ରୁହ ଓ ମାେତେ ଆଘାତ କରିବାକୁ କାହାକୁ ଦିଅ ନାହିଁ। ତବେେ ମାହେର କୌଣସି କଷ୍ଟ ହବେ ନାହିଁ। ୟାବେଷ୍ ଯାହାକିଛି ମାଗିଲେ, ପରମେଶ୍ବର ତାକୁ ସହେିସବୁ ପ୍ରଦାନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଏହି ଯାବେଷ୍ ଇସ୍ରାଏଲର ପରମେଶ୍ଵରଙ୍କ ନିକଟରେ ପ୍ରାର୍ଥନା କରି କହିଲା, ଆହା, ଏହା ଯେପରି ଆମ୍ଭ ଦୁଃଖର କାରଣ ନ ହୁଏ, ଏଥିପାଇଁ ତୁମ୍ଭେ ଆମ୍ଭକୁ ନିତା; ଆଶୀର୍ବାଦ କର ଓ ଆମ୍ଭ ସୀମା ବୃଦ୍ଧି କର ଓ ତୁମ୍ଭ ହସ୍ତ ଆମ୍ଭର ସହାୟ ହେଉ, ପୁଣି ତୁମ୍ଭେ ଆମ୍ଭକୁ ମନ୍ଦରୁ ରକ୍ଷା କର । ତହିଁରେ ପରମେଶ୍ଵର ତାହାର ନିବେଦିତ ବିଷୟ ତାହାକୁ ପ୍ରଦାନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯାବେଷ୍ ଇସ୍ରାଏଲର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ମୁଁ ପ୍ରାର୍ଥନା କରୁଅଛି ତୁମ୍ଭେ ମୋତେ ଆଶୀର୍ବାଦ କର। ମୁଁ ଇଚ୍ଛା କରେ ଯେ, ତୁମ୍ଭେ ମୋତେ ଅଧିକ ଦେଶ ରାଜତ୍ୱ କରିବାକୁ ଦିଅ। ତୁମ୍ଭେ ମୋର ପାଶେ ପାଶେ ରୁହ ଓ ମୋତେ ଆଘାତ କରିବାକୁ କାହାକୁ ଦିଅ ନାହିଁ। ତେବେ ମୋହର କୌଣସି କଷ୍ଟ ହେବ ନାହିଁ।” ଯାବେଷ୍ ଯାହାକିଛି ମାଗିଲେ, ପରମେଶ୍ୱର ତାକୁ ସେହିସବୁ ପ୍ରଦାନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଏହି ଯାବେଷ୍ ଇସ୍ରାଏଲର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରି କହିଲା, “ଆହା, ଏହା ଯେପରି ଆମ୍ଭ ଦୁଃଖର କାରଣ ନ ହୁଏ, ଏଥିପାଇଁ ତୁମ୍ଭେ ଆମ୍ଭକୁ ନିତାନ୍ତ ଆଶୀର୍ବାଦ କର, ଆମ୍ଭ ସୀମା ବୃଦ୍ଧି କର, ତୁମ୍ଭ ହସ୍ତ ଆମ୍ଭର ସହାୟ ହେଉ, ପୁଣି, ତୁମ୍ଭେ ଆମ୍ଭକୁ ମନ୍ଦରୁ ରକ୍ଷା କର।” ତହିଁରେ ପରମେଶ୍ୱର ତାହାର ନିବେଦିତ ବିଷୟ ତାହାକୁ ପ୍ରଦାନ କଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଏହି ଯାବେଷ୍ ଇସ୍ରାଏଲର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରି କହିଲା, ଆହା, ଏହା ଯେପରି ଆମ୍ଭ ଦୁଃଖର କାରଣ ନ ହୁଏ, ଏଥିପାଇଁ ତୁମ୍ଭେ ଆମ୍ଭକୁ ନିତାନ୍ତ ଆଶୀର୍ବାଦ କର, ଆମ୍ଭ ସୀମା ବୃଦ୍ଧି କର, ତୁମ୍ଭ ହସ୍ତ ଆମ୍ଭର ସହାୟ ହେଉ, ପୁଣି, ତୁମ୍ଭେ ଆମ୍ଭକୁ ମନ୍ଦରୁ ରକ୍ଷା କର। ତହିଁରେ ପରମେଶ୍ୱର ତାହାର ନିବେଦିତ ବିଷୟ ତାହାକୁ ପ୍ରଦାନ କଲେ।