1 Chronicles 4:11 — Compare Translations

5 translations compared side by side

Odia - 1840
"କଲୂବ୍ ଶୁହଙ୍କ ଭ୍ରାତା ଥିଲେ। କଲୂବ୍ ମହୀଲଙ୍କ ପିତା ଥିଲେ। ମହୀର ଇଷ୍ଟୋନର ପିତା ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶୂହର ଭ୍ରାତା କଲୂବ ମହୀରକୁ ଜାତ କଲା, ସେ ଇଷ୍ଟୋନ୍ର ପିତା ।
Odia Bible ERV 2004 (ପବିତ୍ର ବାଇବଲ)
କଲୂବ୍ ଶୁହଙ୍କ ଭ୍ରାତା ଥିଲେ। କଲୂବ୍ ମହୀରଙ୍କ ପିତା ଥିଲେ। ମହୀର ଇଷ୍ଟୋନର ପିତା ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶୂହାର ଭ୍ରାତା କଲୂବ ମହୀରକୁ ଜାତ କଲା, ସେ ଇଷ୍ଟୋନ୍‍ର ପିତା।
Odia IRV 2017 (ଓଡିଆ ବାଇବେଲ)
ଶୂହାର ଭ୍ରାତା କଲୂବ ମହୀରକୁ ଜାତ କଲା, ସେ ଇଷ୍ଟୋନ୍‍ର ପିତା।