1 Chronicles 4:15 — Compare Translations

5 translations compared side by side

Odia - 1840
"କାଲେବ୍ ୟିଫୁନ୍ନିଙ୍କର ପୁତ୍ର ଥିଲେ। କାଲବଙ୍କେର ପୁତ୍ରମାନେ ଥିଲେ ଈରୁ, ଏଲା ଓ ନଯମ। ଏଲାଙ୍କର ପୁତ୍ର ଥିଲେ କନସ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯିଫୁନ୍ନିର ପୁତ୍ର କାଲେବ୍ଙ୍କରସନ୍ତାନଗଣ; ଈରୁ, ଏଲା ଓ ନୟମ; ଆଉ ଏଲାର ସନ୍ତାନଗଣ ଓ କନସ ।
Odia Bible ERV 2004 (ପବିତ୍ର ବାଇବଲ)
କାଲେବ୍ ଯିଫୁନ୍ନିଙ୍କର ପୁତ୍ର ଥିଲେ। ‌‌‌କାଲେ‌ବଙ୍କର ପୁତ୍ରମାନେ ଥିଲେ ଈରୁ, ଏଲା ଓ ନୟମ। ଏଲାଙ୍କର ପୁତ୍ର ଥିଲେ କନସ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯିଫୁନ୍ନିର ପୁତ୍ର କାଲେବଙ୍କର ସନ୍ତାନଗଣ; ଈରୁ, ଏଲା ଓ ନୟମ; ଆଉ ଏଲାର ସନ୍ତାନଗଣ ଓ କନସ।
Odia IRV 2017 (ଓଡିଆ ବାଇବେଲ)
ଆଉ ଯିଫୁନ୍ନିର ପୁତ୍ର କାଲେବଙ୍କର ସନ୍ତାନଗଣ; ଈରୁ, ଏଲା ଓ ନୟମ; ଆଉ ଏଲାର ସନ୍ତାନଗଣ ଓ କନସ୍‍।