1 Chronicles 4:17 — Compare Translations
5 translations compared side by side
Odia - 1840
"ଏଜ୍ରାଙ୍କର ପୁତ୍ରମାନେ ଥିଲେ ଯେଥର, ମରଦେ, ଏଫର ଓ ଯାଲୋନ୍। ମଲଦଙ୍କେର ବିଥିଯା ନାମ୍ନୀ ଜଣେ ମିଶରୀଯା ସ୍ତ୍ରୀ ଥିଲେ। ସେ ଗର୍ଭଧାରଣ କଲେ ଏବଂ ମରିଯମ, ଶମ୍ମଯ ଓ ଇଷ୍ଟିମାୟଙ୍କେର ପିତା ୟିଶବହଙ୍କୁ ଜନ୍ମ ଦେଲେ ଏବଂ ତାଙ୍କର ୟିହୁଦୀଯ ପତ୍ନୀ ଯରେଦ୍ ହବରେ ଓ ୟିକୂଥୀଯଲଙ୍କେୁ ଜନ୍ମ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଏଜ୍ରାର ପୁତ୍ରଗଣ; ଯେଥର୍ ଓ ମେରଦ୍ ଓ ଏଫର୍ ଓ ଯାଲୋନ୍; (ମେରଦ୍ର) ଭାର୍ଯ୍ୟା ମରୀୟମ, ଶମ୍ମୟ ଓ ଇଷ୍ଟିମୋୟର ପିତା ଯିଶ୍ବହକୁ ପ୍ରସବ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏଜ୍ରାଙ୍କର ପୁତ୍ରମାନେ ଥିଲେ ଯେଥର, ମେରଦ, ଏଫର ଓ ଯାଲୋନ୍। ମେରଦଙ୍କର ବିଥୀୟା ନାମ୍ନୀ ଜଣେ ମିଶରୀୟା ସ୍ତ୍ରୀ ଥିଲେ। ସେ ଗର୍ଭଧାରଣ କଲେ ଏବଂ ମରିୟମ, ଶମ୍ମୟ ଓ ଇଷ୍ଟିମୋୟଙ୍କର ପିତା ଯିଶ୍ବହଙ୍କୁ ଜନ୍ମ ଦେଲେ ଏବଂ ତାଙ୍କର ଯିହୁଦୀୟ ପତ୍ନୀ ଯେରଦ୍ ହେବର ଓ ଯିକୂଥୀୟେଲଙ୍କୁ ଜନ୍ମ ଦେଲେ। ଯେରଦ୍ ଗେଦାରଙ୍କ ପିତା ଥିଲେ। ହେବର୍ ସୋଖଙ୍କର ପିତା ଥିଲେ ଏବଂ ଯିକୂଥୀୟେଲ ଯିନୋହଙ୍କର ପିତା ଥିଲେ। ଏହିସବୁ ପୁତ୍ର ବିଥୀୟାଙ୍କର ଥିଲେ। ବିଥୀୟା ଫାରୋଙ୍କର କନ୍ୟା ଥିଲେ। ସେ ମେରଦଙ୍କର ମିଶରୀୟା ପତ୍ନୀ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଏଜ୍ରାର ପୁତ୍ରଗଣ; ଯେଥର, ମେରଦ୍, ଏଫର ଓ ଯାଲୋନ୍ (ମେରଦ୍ର) ଭାର୍ଯ୍ୟା ମରୀୟମ, ଶମ୍ମୟ ଓ ଇଷ୍ଟିମୋୟର ପିତା ଯିଶ୍ବହକୁ ପ୍ରସବ କଲା।
Odia IRV 2017 (ଓଡିଆ ବାଇବେଲ)
ଆଉ, ଏଜ୍ରାର ପୁତ୍ରଗଣ; ଯେଥର, ମେରଦ୍, ଏଫର ଓ ଯାଲୋନ୍ (ମେରଦ୍ର) ଭାର୍ଯ୍ୟା ମରୀୟମ, ଶମ୍ମୟ ଓ ଇଷ୍ଟିମୋୟର ପିତା ଯିଶ୍ବହକୁ ପ୍ରସବ କଲା।