1 Chronicles 4:18 — Compare Translations
4 translations compared side by side
Odia - 1840
"ଯରେଦ୍ ଗଦୋରଙ୍କ ପିତା ଥିଲେ। ହବେର୍ ସଖାଙ୍କେ ର ପିତା ଥିଲେ ଏବଂ ୟିକୁଥୀଯଲେ ଯିନୋହଙ୍କର ପିତା ଥିଲେ। ଏହିସବୁ ପୁତ୍ର ବିଥିଯାଙ୍କର ଥିଲେ। ବିଥିଯା ଫାରୋଙ୍କର କନ୍ଯା ଥିଲେ। ସେ ମରଦଙ୍କେର ମିଶରୀଯା ପତ୍ନୀ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତାହାର ଯିହୁଦୀୟା ଭାର୍ଯ୍ୟା, ଗଦୋରର ପିତା ଯେରଦକୁ ଓ ସୋଖୋର ପିତା ହେବରକୁ ଓ ସାନୋହର ପିତା ଯିକୂଥୀୟେଲକୁ ପ୍ରସବ କଲା । ମାତ୍ର ସେମାନେ ଫାରୋର କନ୍ୟା ବିଥୀୟାର ସନ୍ତାନ ଥିଲେ, ମେରଦ୍ ତାହାକୁ ବିବାହ କରିଥିଲା ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତାହାର ଯିହୁଦୀୟା ଭାର୍ଯ୍ୟା, ଗଦୋରର ପିତା ଯେରଦକୁ, ସୋଖୋର ପିତା ହେବରକୁ ଓ ସାନୋହର ପିତା ଯିକୂଥୀୟେଲକୁ ପ୍ରସବ କଲା। ମାତ୍ର ସେମାନେ ଫାରୋର କନ୍ୟା ବିଥିୟାର ସନ୍ତାନ ଥିଲେ, ମେରଦ୍ ତାହାକୁ ବିବାହ କରିଥିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ତାହାର ଯିହୁଦୀୟା ଭାର୍ଯ୍ୟା, ଗଦୋରର ପିତା ଯେରଦକୁ, ସୋଖୋର ପିତା ହେବରକୁ ଓ ସାନୋହର ପିତା ଯିକୂଥୀୟେଲକୁ ପ୍ରସବ କଲା। ମାତ୍ର ସେମାନେ ଫାରୋର କନ୍ୟା ବିଥିୟାର ସନ୍ତାନ ଥିଲେ, ମେରଦ୍ ତାହାକୁ ବିବାହ କରିଥିଲା।