1 Chronicles 4:20 — Compare Translations

5 translations compared side by side

Odia - 1840
"ଶିମାନରେ ପୁତ୍ରମାନେ ଥିଲେ ଅମ୍ନୋନ୍, ରିର୍ଣ୍ଣ, ବିନ୍ହାନନ ଓ ତୀଲୋନ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଶିମୋନର ସନ୍ତାନ ଅମ୍ନୋନ ଓ ରିଣ୍ଣ, ବିନ୍ହାନନ୍ ଓ ତୀଲୋନ୍ । ଆଉ ଯିଶୟିର ସନ୍ତାନ ସୋହେତ୍ ଓ ବିନ୍-ସୋହେତ୍ ।
Odia Bible ERV 2004 (ପବିତ୍ର ବାଇବଲ)
ଶିମୋନର ପୁତ୍ରମାନେ ଥିଲେ ଅମ୍ନୋନ୍, ରିଣ୍ଣ, ବି‌ନ୍‌ହାନନ ଓ ତୀଲୋନ। ଯିଶୟିଙ୍କ ପୁତ୍ରମାନେ ଥିଲେ: ସୋହେତ୍ ଓ ବି‌ନ୍‌ସୋହେତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଶିମୋନର ସନ୍ତାନ ଅମ୍ନୋନ, ରିଣ୍ଣ, ବିନ୍‍ହାନନ୍‍ ଓ ତୀଲୋନ୍‍। ଆଉ ଈଶୀର ସନ୍ତାନ ସୋହେତ୍‍ ଓ ବିନ୍‍-ସୋହେତ୍‍।
Odia IRV 2017 (ଓଡିଆ ବାଇବେଲ)
ଆଉ, ଶିମୋନର ସନ୍ତାନ ଅମ୍ନୋନ, ରିଣ୍ଣ, ବିନ୍‍ହାନନ୍‍ ଓ ତୀଲୋନ୍‍। ଆଉ ଈଶୀର ସନ୍ତାନ ସୋହେତ୍‍ ଓ ବିନ୍‍-ସୋହେତ୍‍।