1 Chronicles 4:21 — Compare Translations

5 translations compared side by side

Odia - 1840
"ଶଲୋ ଯିହୁଦାର ପୁତ୍ର ଥିଲେ। ତାଙ୍କର ପୁତ୍ରମାନେ ଥିଲେ, ଲକୋର ପିତା ଏର ଓ ମା ରଶାଙ୍କେର ପିତା ଲାଦା ଏବଂ ଏହି ପରିବାରବର୍ଗ ବେଥ-ଅସବଯେ ରେ ଥିବା କାର୍ପାସ କାର୍ୟ୍ଯର କର୍ତ୍ତା ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୁଦାର ପୁତ୍ର ଶେଲାର ପୁତ୍ରଗଣ; ଲେକାର ପିତା ଏର୍ ଓ ମାରେଶାର ପିତା ଲାଦା, ଆଉ ଅସବେୟର ବଂଶ-ଜାତ କ୍ଷୌମବସ୍ତ୍ର-ପ୍ରସ୍ତୁତକାରୀ ସକଳ ଗୋଷ୍ଠୀ;
Odia Bible ERV 2004 (ପବିତ୍ର ବାଇବଲ)
ଶେଲା ଯିହୁଦାର ପୁତ୍ର ଥିଲେ। ତାଙ୍କର ପୁତ୍ରମାନେ ଥିଲେ, ଲେକାର ପିତା ଏର ଓ ମାରେଶାଙ୍କର ପିତା ଲାଦା ଏବଂ ଏହି ପରିବାରବର୍ଗ ବେଥ-ଅସବେୟରେ ଥିବା କାର୍ପାସ କାର୍ଯ୍ୟର କର୍ତ୍ତା ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୁଦାର ପୁତ୍ର ଶେଲାର ପୁତ୍ରଗଣ; ଲେକାର ପିତା ଏର ଓ ମାରେଶାର ପିତା ଲାଦା, ଆଉ ବେଥ୍-ଅସବେୟର ବଂଶଜାତ କ୍ଷୌମବସ୍ତ୍ର-ପ୍ରସ୍ତୁତକାରୀ ସକଳ ଗୋଷ୍ଠୀ;
Odia IRV 2017 (ଓଡିଆ ବାଇବେଲ)
ଯିହୁଦାର ପୁତ୍ର ଶେଲାର ପୁତ୍ରଗଣ; ଲେକାର ପିତା ଏର ଓ ମାରେଶାର ପିତା ଲାଦା, ଆଉ ବେଥ୍-ଅସବେୟର ବଂଶ-ଜାତ କ୍ଷୌମବସ୍ତ୍ର-ପ୍ରସ୍ତୁତକାରୀ ସକଳ ଗୋଷ୍ଠୀ;